Isaiah 34:8 — Compare Translations

5 translations compared side by side

Odia - 1840
"କାରଣ ଏହା ସଦାପ୍ରଭୁଙ୍କର ପ୍ରତିଶୋଧର ଦିନ। ଏହା ସିୟୋନର ଦିବା ସମ୍ବନ୍ଧୀଯ ପ୍ରତିଫଳର ବର୍ଷ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଏହା ସଦାପ୍ରଭୁଙ୍କର ପ୍ରତିଶୋଧର ଦିନ, ଏହା ସିୟୋନର ବିବାଦ ସମ୍ଵନ୍ଧୀୟ ପ୍ରତିଫଳର ବର୍ଷ ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ଏହା ସଦାପ୍ରଭୁଙ୍କର ପ୍ରତିଶୋଧର ଦିନ। ଏହା ସିୟୋନର ଦିବା ସମ୍ବନ୍ଧୀୟ ପ୍ରତିଫଳର ବର୍ଷ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଏହା ସଦାପ୍ରଭୁଙ୍କର ପ୍ରତିଶୋଧର ଦିନ, ଏହା ସିୟୋନର ବିବାଦ ସମ୍ବନ୍ଧୀୟ ପ୍ରତିଫଳର ବର୍ଷ।
Odia IRV 2017 (ଓଡିଆ ବାଇବେଲ)
କାରଣ ଏହା ସଦାପ୍ରଭୁଙ୍କର ପ୍ରତିଶୋଧର ଦିନ, ଏହା ସିୟୋନର ବିବାଦ ସମ୍ବନ୍ଧୀୟ ପ୍ରତିଫଳର ବର୍ଷ।