Isaiah 34:9 — Compare Translations

5 translations compared side by side

Odia - 1840
"ଆଉ ମଧ୍ଯ ତହିଁର ସୋର୍ତସବୁ ଝୁଣା ରେ ଓ ତହିଁର ଧୂଳି ଗନ୍ଧକରେ ପରିଣତ ହବେ। ସହେି ଭୂମି ପ୍ରଜ୍ବଳିତ ଝୁଣା ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତହିଁର ସ୍ରୋତସବୁ ଝୁଣାରେ ଓ ତହିଁର ଧୂଳି ଗନ୍ଧକରେ ପରିଣତ ହେବ ଓ ତହିଁର ଭୂମି ପ୍ରଜ୍ଵଳିତ ଝୁଣା ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ମଧ୍ୟ ତହିଁର ସ୍ରୋତସବୁ ଝୁଣାରେ ଓ ତହିଁର ଧୂଳି ଗନ୍ଧକରେ ପରିଣତ ହେବ। ସେହି ଭୂମି ପ୍ରଜ୍ୱଳିତ ଝୁଣା ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତହିଁର ସ୍ରୋତସବୁ ଝୁଣାରେ, ତହିଁର ଧୂଳି ଗନ୍ଧକରେ ପରିଣତ ହେବ ଓ ତହିଁର ଭୂମି ପ୍ରଜ୍ୱଳିତ ଝୁଣା ହେବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତହିଁର ସ୍ରୋତସବୁ ଝୁଣାରେ, ତହିଁର ଧୂଳି ଗନ୍ଧକରେ ପରିଣତ ହେବ ଓ ତହିଁର ଭୂମି ପ୍ରଜ୍ୱଳିତ ଝୁଣା ହେବ।