Isaiah 35:1 — Compare Translations
5 translations compared side by side
Odia - 1840
"ଶୁଷ୍କ ମରୁଭୂମି ଆନନ୍ଦିତ ହବେ। ପୁଣି ମରୁଭୂମି ଉଲ୍ଲାସିତ ହାଇେ ପୁଷ୍ପତୁଲ୍ଯ ପ୍ରଫୁଲିତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରାନ୍ତର ଓ ଶୂନ୍ୟସ୍ଥାନ ଆନନ୍ଦିତ ହେବ; ଆଉ, ମରୁଭୂମି ଉଲ୍ଲସିତ ହୋଇ ଗୋଲାପ ତୁଲ୍ୟ ପ୍ରଫୁଲ୍ଲ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ତାଙ୍କର ସନ୍ତାନଗଣଙ୍କୁ ସୁଖ ପ୍ରଦାନ କରନ୍ତି ଶୁଷ୍କ ମରୁଭୂମି ଆନନ୍ଦିତ ହେବ। ପୁଣି ମରୁଭୂମି ଉଲ୍ଲାସିତ ହୋଇ ପୁଷ୍ପତୁଲ୍ୟ ପ୍ରଫୁଲିତ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରାନ୍ତର ଓ ଶୂନ୍ୟସ୍ଥାନ ଆନନ୍ଦିତ ହେବ; ଆଉ, ମରୁଭୂମି ଉଲ୍ଲସିତ ହୋଇ ଗୋଲାପ ତୁଲ୍ୟ ପ୍ରଫୁଲ୍ଲ ହେବ।
Odia IRV 2017 (ଓଡିଆ ବାଇବେଲ)
ପ୍ରାନ୍ତର ଓ ଶୂନ୍ୟସ୍ଥାନ ଆନନ୍ଦିତ ହେବ; ଆଉ, ମରୁଭୂମି ଉଲ୍ଲସିତ ହୋଇ ଗୋଲାପ ତୁଲ୍ୟ ପ୍ରଫୁଲ୍ଲ ହେବ।