Isaiah 35:10 — Compare Translations
5 translations compared side by side
Odia - 1840
"ପୁଣି ପରମେଶ୍ବରଙ୍କ ନିସ୍ତାରିତ ଲୋକମାନେ ଫରେି ଆସିବେ। ସମାନେେ ଆନନ୍ଦ ରେ ଗାନ କରି କରି ସିୟୋନ ରେ ଉପସ୍ଥିତ ହବେେ। ଚିରନ୍ତନ ଆନନ୍ଦ ସମାନଙ୍କେର ମସ୍ତକର ଭୂଷଣ ହବେ। ସମାନେେ ସମ୍ପୂର୍ଣ୍ଣ ଆନନ୍ଦ ଓ ଆହ୍ଲାଦ ଲାଭ କରିବେ। ପୁଣି ଶୋକ ଓ ଆର୍ତ୍ତସ୍ବର ଦୂରକୁ ପଳାଇୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସଦାପ୍ରଭୁଙ୍କ ନିସ୍ତାରିତ ଲୋକମାନେ ଫେରି ଆସିବେ ଓ ଗାନ କରୁ କରୁ ସିୟୋନରେ ଉପସ୍ଥିତ ହେବେ ଓ ନିତ୍ୟସ୍ଥାୟୀ ଆନନ୍ଦ ସେମାନଙ୍କର ମସ୍ତକର ଭୂଷଣ ହେବ; ସେମାନେ ଆନନ୍ଦ ଓ ଆହ୍ଲାଦପ୍ରାପ୍ତ ହେବେ, ପୁଣି ଶୋକ ଓ ଆର୍ତ୍ତସ୍ଵର ଦୂରକୁ ପଳାଇ ଯିବ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ପରମେଶ୍ୱରଙ୍କ ନିସ୍ତାରିତ ଲୋକମାନେ ଫେରି ଆସିବେ। ସେମାନେ ଆନନ୍ଦରେ ଗାନ କରି କରି ସିୟୋନରେ ଉପସ୍ଥିତ ହେବେ। ଚିରନ୍ତନ ଆନନ୍ଦ ସେମାନଙ୍କର ମସ୍ତକର ଭୂଷଣ ହେବ। ସେମାନେ ସମ୍ପୂର୍ଣ୍ଣ ଆନନ୍ଦ ଓ ଆହ୍ଲାଦ ଲାଭ କରିବେ। ପୁଣି ଶୋକ ଓ ଆର୍ତ୍ତସ୍ୱର ଦୂରକୁ ପଳାଇଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସଦାପ୍ରଭୁଙ୍କ ନିସ୍ତାରିତ ଲୋକମାନେ ଫେରି ଆସିବେ ଓ ଗାନ କରୁ କରୁ ସିୟୋନରେ ଉପସ୍ଥିତ ହେବେ ଓ ନିତ୍ୟସ୍ଥାୟୀ ଆନନ୍ଦ ସେମାନଙ୍କର ମସ୍ତକର ଭୂଷଣ ହେବ; ସେମାନେ ଆନନ୍ଦ ଓ ଆହ୍ଲାଦ ପ୍ରାପ୍ତ ହେବେ, ପୁଣି ଶୋକ ଓ ଆର୍ତ୍ତସ୍ୱର ଦୂରକୁ ପଳାଇଯିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସଦାପ୍ରଭୁଙ୍କ ନିସ୍ତାରିତ ଲୋକମାନେ ଫେରି ଆସିବେ ଓ ଗାନ କରୁ କରୁ ସିୟୋନରେ ଉପସ୍ଥିତ ହେବେ ଓ ନିତ୍ୟସ୍ଥାୟୀ ଆନନ୍ଦ ସେମାନଙ୍କର ମସ୍ତକର ଭୂଷଣ ହେବ; ସେମାନେ ଆନନ୍ଦ ଓ ଆହ୍ଲାଦପ୍ରାପ୍ତ ହେବେ, ପୁଣି ଶୋକ ଓ ଆର୍ତ୍ତସ୍ୱର ଦୂରକୁ ପଳାଇ ଯିବ।