Isaiah 35:2 — Compare Translations

5 translations compared side by side

Odia - 1840
"ତା'ର ଅପାର ଆନନ୍ଦ ଉଲ୍ଲସ ନୃତ୍ଯ ଓ ଗାନ ମାଧ୍ଯମ ରେ ପ୍ରଦର୍ଶନ କରିବ। ଲିବାନୋନର ପରାକ୍ରମ, କର୍ମିଲ ଓ ଶାରୋଣର ଶାେଭା ସେ ପ୍ରାପ୍ତ ହବେ। ଏସବୁ ଘଟିବ, କାରଣ ସମାନେେ ସଦାପ୍ରଭୁଙ୍କର ମହିମା ଏବଂ ସମାନେେ ପରମେଶ୍ବରଙ୍କ ଶୋଭା ଦେଖିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହା ଅତିଶୟ ପ୍ରଫୁଲ୍ଲ ହେବ, ପୁଣି ଆନନ୍ଦ ଓ ଗାନ କରି ଉଲ୍ଲସିତ ହେବ; ଲିବାନୋନର ପ୍ରତାପ, କର୍ମିଲ୍ ଓ ଶାରୋଣର ଶୋଭା ତାହାକୁ ଦତ୍ତ ହେବ; ସେମାନେ ସଦାପ୍ରଭୁଙ୍କର ପ୍ରତାପ ଓ ଆମ୍ଭମାନଙ୍କ ପରମେଶ୍ଵରଙ୍କର ଶୋଭା ଦେଖିବେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ର ଅପାର ଆନନ୍ଦ ଉଲ୍ଲାସ ନୃତ୍ୟ ଓ ଗାନ ମାଧ୍ୟମରେ ପ୍ରଦର୍ଶନ କରିବ। ଲିବାନୋ‌ନ୍‌ର ପରାକ୍ରମ, କର୍ମିଲ ଓ ଶାରୋଣର ଶୋଭା ସେ ପ୍ରାପ୍ତ ହେବ। ଏସବୁ ଘଟିବ, କାରଣ ସେମାନେ ସଦାପ୍ରଭୁଙ୍କର ମହିମା ଏବଂ ସେମାନେ ପରମେଶ୍ୱରଙ୍କ ଶୋଭା ଦେଖିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହା ଅତିଶୟ ପ୍ରଫୁଲ୍ଲ ହେବ, ପୁଣି ଆନନ୍ଦ ଓ ଗାନ କରି ଉଲ୍ଲସିତ ହେବ; ଲିବାନୋନର ପ୍ରତାପ, କର୍ମିଲ ଓ ଶାରୋଣର ଶୋଭା ତାହାକୁ ଦତ୍ତ ହେବ; ସେମାନେ ସଦାପ୍ରଭୁଙ୍କର ପ୍ରତାପ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କର ଶୋଭା ଦେଖିବେ।
Odia IRV 2017 (ଓଡିଆ ବାଇବେଲ)
ତାହା ଅତିଶୟ ପ୍ରଫୁଲ୍ଲ ହେବ, ପୁଣି ଆନନ୍ଦ ଓ ଗାନ କରି ଉଲ୍ଲସିତ ହେବ; ଲିବାନୋନର ପ୍ରତାପ, କର୍ମିଲ୍‍ ଓ ଶାରୋଣର ଶୋଭା ତାହାକୁ ଦତ୍ତ ହେବ; ସେମାନେ ସଦାପ୍ରଭୁଙ୍କର ପ୍ରତାପ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କର ଶୋଭା ଦେଖିବେ।