Isaiah 35:3 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ଦୁର୍ବଳ ହାତକୁ ସବଳ କର ଓ କମିତ ଆଣ୍ଠୁକୁ ସୁସ୍ଥିର କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଦୁର୍ବଳ ହସ୍ତକୁ ସବଳ କର ଓ ଥର ଥର ଆଣ୍ଠୁକୁ ସୁସ୍ଥିର କର ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଦୁର୍ବଳ ହାତକୁ ସବଳ କର ଓ କମିତ ଆଣ୍ଠୁକୁ ସୁସ୍ଥିର କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଦୁର୍ବଳ ହସ୍ତକୁ ସବଳ କର ଓ ଥରଥର ଆଣ୍ଠୁକୁ ସୁସ୍ଥିର କର।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ଦୁର୍ବଳ ହସ୍ତକୁ ସବଳ କର ଓ ଥର ଥର ଆଣ୍ଠୁକୁ ସୁସ୍ଥିର କର।