Isaiah 35:4 — Compare Translations

5 translations compared side by side

Odia - 1840
"ଭୀତଗ୍ରସ୍ତ ଲୋକମାନଙ୍କୁ ଅଭୟ ଦଇେ କୁହ, ସାହସୀ ହୁଅ, ଭୟ କର ନାହିଁ। ଦେଖ, ତୁମ୍ଭର ପରମେଶ୍ବର ବିପକ୍ଷମାନଙ୍କ ଉପ ରେ ପ୍ରତି ଶାଧେ ନବୋକୁ ଆସିବେ। ସଦାପ୍ରଭୁ ପ୍ରତିଫଳ ସହିତ ଆସି ତୁମ୍ଭମାନଙ୍କୁ ପରିତ୍ରାଣ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଭୀତାନ୍ତଃକରଣମାନଙ୍କୁ କୁହ, ସାହସିକ ହୁଅ, ଭୟ କର ନାହିଁ; ଦେଖ, ତୁମ୍ଭମାନଙ୍କ ପରମେଶ୍ଵର ପ୍ରତିଶୋଧ ସହିତ, ପରମେଶ୍ଵରଙ୍କର ପ୍ରତିଫଳ ସହିତ ଆସିବେ; ସେ ଆସି ତୁମ୍ଭମାନଙ୍କର ପରିତ୍ରାଣ କରିବେ।
Odia Bible ERV 2004 (ପବିତ୍ର ବାଇବଲ)
ଭୀତଗ୍ରସ୍ତ ଲୋକମାନଙ୍କୁ ଅଭୟ ଦେଇ କୁହ, “ସାହସୀ ହୁଅ, ଭୟ କର ନାହିଁ।” ଦେଖ, ତୁମ୍ଭର ପରମେଶ୍ୱର ବିପକ୍ଷମାନଙ୍କ ଉପରେ ପ୍ରତିଶୋଧ ନେବାକୁ ଆସିବେ। ସଦାପ୍ରଭୁ ପ୍ରତିଫଳ ସହିତ ଆସି ତୁମ୍ଭମାନଙ୍କୁ ପରିତ୍ରାଣ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଭୀତାନ୍ତଃକରଣମାନଙ୍କୁ କୁହ, “ସାହସିକ ହୁଅ, ଭୟ କର ନାହିଁ; ଦେଖ, ତୁମ୍ଭମାନଙ୍କ ପରମେଶ୍ୱର ପ୍ରତିଶୋଧ ସହିତ, ପରମେଶ୍ୱରଙ୍କର ପ୍ରତିଫଳ ସହିତ ଆସିବେ; ସେ ଆସି ତୁମ୍ଭମାନଙ୍କର ପରିତ୍ରାଣ କରିବେ।”
Odia IRV 2017 (ଓଡିଆ ବାଇବେଲ)
ଭୀତାନ୍ତଃକରଣମାନଙ୍କୁ କୁହ, ସାହସିକ ହୁଅ, ଭୟ କର ନାହିଁ; ଦେଖ, ତୁମ୍ଭମାନଙ୍କ ପରମେଶ୍ୱର ପ୍ରତିଶୋଧ ସହିତ, ପରମେଶ୍ୱରଙ୍କର ପ୍ରତିଫଳ ସହିତ ଆସିବେ; ସେ ଆସି ତୁମ୍ଭମାନଙ୍କର ପରିତ୍ରାଣ କରିବେ।