Isaiah 35:5 — Compare Translations
5 translations compared side by side
Odia - 1840
"ସେତବେେଳେ ଅନ୍ଧମାନେ ଚକ୍ଷୁଷ୍ମାନ ହାଇେ ଦେଖିପାରିବେ ଓ ବଧିରମାନେ ମୁକ୍ତ କର୍ଣ୍ଣ ରେ ଶ୍ରବଣ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଅନ୍ଧମାନଙ୍କର ଚକ୍ଷୁ ପ୍ରସନ୍ନ ହେବ ଓ ବଧିରମାନଙ୍କର କର୍ଣ୍ଣ ମୁକ୍ତ ହେବ।
Odia Bible ERV 2004 (ପବିତ୍ର ବାଇବଲ)
ସେତେବେଳେ ଅନ୍ଧମାନେ ଚକ୍ଷୁଷ୍ମାନ ହୋଇ ଦେଖି ପାରିବେ ଓ ବଧିରମାନେ ମୁକ୍ତ କର୍ଣ୍ଣରେ ଶ୍ରବଣ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଅନ୍ଧମାନଙ୍କର ଚକ୍ଷୁ ପ୍ରସନ୍ନ ହେବ ଓ ବଧିରମାନଙ୍କର କର୍ଣ୍ଣ ମୁକ୍ତ ହେବ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଅନ୍ଧମାନଙ୍କର ଚକ୍ଷୁ ପ୍ରସନ୍ନ ହେବ ଓ ବଧିରମାନଙ୍କର କର୍ଣ୍ଣ ମୁକ୍ତ ହେବ।