Isaiah 35:6 — Compare Translations

5 translations compared side by side

Odia - 1840
"ଖଞ୍ଜଲୋକ ହରିଣ ତୁଲ୍ଯ ନିଆଁ ମାରିବ ଓ ମୂକ ଆନନ୍ଦ ରେ ଗାନ କରିବ। କାରଣ ପ୍ରାନ୍ତର ରେ ଜଳ ଓ ମରୁଭୂମିରେ ଝରଣାର ଷୋର୍ତ ବାହାରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ନେଙ୍ଗଡ଼ା ଲୋକ ହରିଣ ପରି ଡିଆଁ ମାରିବ ଓ ଘୁଙ୍ଗାମାନଙ୍କର ଜିହ୍ଵା ଗାନ କରିବ; କାରଣ ପ୍ରାନ୍ତରରେ ଜଳ ଓ ମରୁଭୂମିରେ ସ୍ରୋତ ବାହାରିବ ⇧।
Odia Bible ERV 2004 (ପବିତ୍ର ବାଇବଲ)
ଖଞ୍ଜଲୋକ ହରିଣ ତୁଲ୍ୟ ନିଆଁ ମାରିବ ଓ ମୂକ ଆନନ୍ଦରେ ଗାନ କରିବ। କାରଣ ପ୍ରାନ୍ତରରେ ଜଳ ଓ ମରୁଭୂମିରେ ଝରଣାର ସ୍ରୋତ ବାହାରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ନେଙ୍ଗଡ଼ା ଲୋକ ହରିଣ ପରି ଡିଆଁ ମାରିବ ଓ ଘୁଙ୍ଗାମାନଙ୍କର ଜିହ୍ୱା ଗାନ କରିବ; କାରଣ ପ୍ରାନ୍ତରରେ ଜଳ ଓ ମରୁଭୂମିରେ ସ୍ରୋତ ବାହାରିବ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ନେଙ୍ଗଡ଼ା ଲୋକ ହରିଣ ପରି ଡିଆଁ ମାରିବ ଓ ଘୁଙ୍ଗାମାନଙ୍କର ଜିହ୍ୱା ଗାନ କରିବ; କାରଣ ପ୍ରାନ୍ତରରେ ଜଳ ଓ ମରୁଭୂମିରେ ସ୍ରୋତ ବାହାରିବ।