Isaiah 35:7 — Compare Translations

5 translations compared side by side

Odia - 1840
"ମରିଚିକା ଜଳାଶଯ ହବେ। ଶୁଷ୍କ ମରୁଭୂମି ନିର୍ଝରମଯ ହବେ। ଶୃଗାଳମାନଙ୍କ ବାସ ସ୍ଥାନ ରେ ନଳ ଓ ତଣ୍ଡିବଣ ଜନ୍ମିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ମୃଗତୃଷ୍ଣା ଜଳାଶୟ ହେବ ଓ ଶୁଷ୍କ ଭୂମି ନିର୍ଝରମୟ ହେବ; ଶୃଗାଳମାନଙ୍କର ନିବାସ ମଧ୍ୟରେ, ସେମାନଙ୍କର ଶୟନ ସ୍ଥାନରେ ଘାସ, ନଳ ଓ ତଣ୍ତିବଣ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ମରିଚିକା ଜଳାଶୟ ହେବ। ଶୁଷ୍କ ମରୁଭୂମି ନିର୍ଝରମୟ ହେବ। ଶୃଗାଳମାନଙ୍କ ବାସ ସ୍ଥାନରେ ନଳ ଓ ତଣ୍ଡିବଣ ଜନ୍ମିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ମୃଗତୃଷ୍ଣା ଜଳାଶୟ ହେବ ଓ ଶୁଷ୍କ ଭୂମି ନିର୍ଝରମୟ ହେବ; ଶୃଗାଳମାନଙ୍କର ନିବାସ ମଧ୍ୟରେ, ସେମାନଙ୍କର ଶୟନ ସ୍ଥାନରେ ଘାସ, ନଳ ଓ ତଣ୍ଡିବଣ ହେବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ମୃଗତୃଷ୍ଣା ଜଳାଶୟ ହେବ ଓ ଶୁଷ୍କ ଭୂମି ନିର୍ଝରମୟ ହେବ; ଶୃଗାଳମାନଙ୍କର ନିବାସ ମଧ୍ୟରେ, ସେମାନଙ୍କର ଶୟନ ସ୍ଥାନରେ ଘାସ, ନଳ ଓ ତଣ୍ଡିବଣ ହେବ।