Isaiah 35:8 — Compare Translations
5 translations compared side by side
Odia - 1840
"ପୁଣି ସେତବେେଳେ ସଠାେ ରେ ରାଜଦଣ୍ଡ ଓ ପଥ ହବେ ଯାହାକି ପବିତ୍ରତାର ପଥ ବୋଲି ବିଖ୍ଯାତ ହବେ। ତାହା ଉପ ରେ କବଳେ ଧାର୍ମିକମାନେ ଗମନ କରିବେ। କୌଣସି ଅଶୁଚି, ମନ୍ଦାଚାରୀ ଓ ଅଜ୍ଞାନମାନେ ସେ ପଥରେ ଯିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେଠାରେ ଏକ ରାଜଦାଣ୍ତ ଓ ପଥ ହେବ, ତାହା ପବିତ୍ରତାର ପଥ ବୋଲି ବିଖ୍ୟାତ ହେବ; ତାହା କେବଳ ସେମାନଙ୍କ ନିମନ୍ତେ ହେବ, ମାତ୍ର କୌଣସି ଅଶୁଚି ଲୋକ ତହିଁ ଉପରେ ଗମନ କରିବ ନାହିଁ; ପଥିକମାନେ ଓ ଅଜ୍ଞାନମାନେ ହେଁ ତହିଁରେ ଭ୍ରାନ୍ତ ହେବେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସେତେବେଳେ ସେଠାରେ ରାଜଦଣ୍ଡ ଓ ପଥ ହେବ ଯାହାକି “ପବିତ୍ରତାର ପଥ” ବୋଲି ବିଖ୍ୟାତ ହେବ। ତାହା ଉପରେ କେବଳ ଧାର୍ମିକମାନେ ଗମନ କରିବେ। କୌଣସି ଅଶୁଚି, ମନ୍ଦାଗ୍ଭରୀ ଓ ଅଜ୍ଞାନୀମାନେ ସେ ପଥରେ ଯିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେଠାରେ ଏକ ରାଜଦାଣ୍ଡ ଓ ପଥ ହେବ, ତାହା ପବିତ୍ରତାର ପଥ ବୋଲି ବିଖ୍ୟାତ ହେବ; ତାହା କେବଳ ସେମାନଙ୍କ ନିମନ୍ତେ ହେବ, ମାତ୍ର କୌଣସି ଅଶୁଚି ଲୋକ ତହିଁ ଉପରେ ଗମନ କରିବ ନାହିଁ; ପଥିକମାନେ ଓ ଅଜ୍ଞାନମାନେ ମଧ୍ୟ ତହିଁରେ ଭ୍ରାନ୍ତ ହେବେ ନାହିଁ।
Odia IRV 2017 (ଓଡିଆ ବାଇବେଲ)