Isaiah 35:9 — Compare Translations

5 translations compared side by side

Odia - 1840
"ସେ ପଥରେ କୌଣସି ବିପଦ ନ ଥିବ। ସିଂହ କିମ୍ବା ହିଂସ୍ରକ ଜନ୍ତୁ ଆଘାତ ଦବୋକୁ ସଠାେ ରେ ନ ଥିବେ। ସମାନେେ ସଠାେ ରେ ଦଖାେଯିବେ ନାହିଁ। କବଳେ ମୁକ୍ତିପ୍ରାପ୍ତ ଲୋକମାନେ ତା'ଉପ ରେ ବିଚରଣ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଠାରେ କୌଣସି ସିଂହ ନ ଥିବ, କିଅବା କୌଣସି ହିଂସ୍ରକ ଜନ୍ତୁ ତହିଁ ଉପରକୁ ଯିବ ନାହିଁ, ସେମାନେ ସେଠାରେ ଦେଖାଯିବେ ନାହିଁ; ମାତ୍ର ମୁକ୍ତିପ୍ରାପ୍ତ ଲୋକମାନେ ସେଠାରେ ଗମନ କରିବେ;
Odia Bible ERV 2004 (ପବିତ୍ର ବାଇବଲ)
ସେ ପଥରେ କୌଣସି ବିପଦ ନ ଥିବ। ସିଂହ କିମ୍ବା ହିଂସ୍ରକ ଜନ୍ତୁ ଆଘାତ ଦେବାକୁ ସେଠାରେ ନ ଥିବେ। ସେମାନେ ସେଠାରେ ଦେଖାଯିବେ ନାହିଁ। କେବଳ ମୁକ୍ତିପ୍ରାପ୍ତ ଲୋକମାନେ ତା’ଉପରେ ବିଚରଣ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଠାରେ କୌଣସି ସିଂହ ନ ଥିବ, କିଅବା କୌଣସି ହିଂସ୍ରକ ଜନ୍ତୁ ତହିଁ ଉପରକୁ ଯିବ ନାହିଁ, ସେମାନେ ସେଠାରେ ଦେଖାଯିବେ ନାହିଁ; ମାତ୍ର ମୁକ୍ତିପ୍ରାପ୍ତ ଲୋକମାନେ ସେଠାରେ ଗମନ କରିବେ;
Odia IRV 2017 (ଓଡିଆ ବାଇବେଲ)
ସେଠାରେ କୌଣସି ସିଂହ ନ ଥିବ, କିଅବା କୌଣସି ହିଂସ୍ରକ ଜନ୍ତୁ ତହିଁ ଉପରକୁ ଯିବ ନାହିଁ, ସେମାନେ ସେଠାରେ ଦେଖାଯିବେ ନାହିଁ; ମାତ୍ର ମୁକ୍ତିପ୍ରାପ୍ତ ଲୋକମାନେ ସେଠାରେ ଗମନ କରିବେ;