Isaiah 36:1 — Compare Translations
5 translations compared side by side
Odia - 1840
"ରାଜା ହିଜକିଯଙ୍କ ଚତୁର୍ଦ୍ଦଶ ବର୍ଷ ରାଜତ୍ବ କାଳ ରେ ଅଶୂରର ରାଜା ସନ୍ ହରେୀବ ସୁଦୃଢ଼ ପ୍ରାଚୀର ବେଷ୍ଟିତ ଯିହୁଦାର ନଗର ସବୁକୁ ଆକ୍ରମଣ କରି ତାକୁ ଅଧିକାର କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହିଜକୀୟ ରାଜାର ଅଧିକାରର ଚତୁର୍ଦ୍ଦଶ ବର୍ଷରେ ଅଶୂରର ରାଜା ସନ୍ହେରୀବ୍ ଯିହୁଦାର ପ୍ରାଚୀରବେଷ୍ଟିତ ନଗରସବୁର ବିରୁଦ୍ଧରେ ଆସି ତାହାସବୁ ହସ୍ତଗତ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଅଶୂରୀୟମାନଙ୍କ ଯିହୁଦା ଆକ୍ରମଣ ରାଜା ହିଜକିୟଙ୍କ ଚତୁର୍ଦ୍ଦଶ ବର୍ଷ ରାଜତ୍ୱ କାଳରେ ଅଶୂରର ରାଜା ସନ୍ହେରୀବ ସୁଦୃଢ଼ ପ୍ରାଚୀର ବେଷ୍ଟିତ ଯିହୁଦାର ନଗର ସବୁକୁ ଆକ୍ରମଣ କରି ତାକୁ ଅଧିକାର କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହିଜକୀୟ ରାଜାଙ୍କ ରାଜତ୍ଵର ଚତୁର୍ଦ୍ଦଶ ବର୍ଷରେ ଅଶୂରର ରାଜା ସନ୍ହେରୀବ ଯିହୁଦାର ପ୍ରାଚୀର-ବେଷ୍ଟିତ ନଗରସବୁର ବିରୁଦ୍ଧରେ ଆସି ତାହାସବୁ ହସ୍ତଗତ କଲା।
Odia IRV 2017 (ଓଡିଆ ବାଇବେଲ)
ହିଜକୀୟ ରାଜାଙ୍କ ରାଜତ୍ଵର ଚତୁର୍ଦ୍ଦଶ ବର୍ଷରେ ଅଶୂରର ରାଜା ସନ୍ହେରୀବ ଯିହୁଦାର ପ୍ରାଚୀରବେଷ୍ଟିତ ନଗରସବୁର ବିରୁଦ୍ଧରେ ଆସି ତାହାସବୁ ହସ୍ତଗତ କଲା।