Isaiah 36:10 — Compare Translations
5 translations compared side by side
Odia - 1840
"ବର୍ତ୍ତମାନ ତୁମ୍ଭେ କ'ଣ ଭାବୁଛ ମୁଁ ସଦାପ୍ରଭୁଙ୍କ ବିନା ସାହାୟ୍ଯ ରେ ଏହି ସ୍ଥାନକୁ ଧ୍ବଂସ କରିପାରିବ? ସଦାପ୍ରଭୁ ମାେତେ କହିଲେ, ଏହି ଦେଶ ବିରୁଦ୍ଧ ରେ ୟାଇ ତାହା ଧ୍ବଂସ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ କʼଣ ସଦାପ୍ରଭୁଙ୍କ ବିନା ଏହି ସ୍ଥାନ ଧ୍ଵଂସ କରିବାକୁ ଆସିଅଛି? ସଦାପ୍ରଭୁ ମୋତେ କହିଲେ, ଏହି ଦେଶ ବିରୁଦ୍ଧରେ ଯାଇ ତାହା ଧ୍ଵଂସ କର ।
Odia Bible ERV 2004 (ପବିତ୍ର ବାଇବଲ)
“‘ବର୍ତ୍ତମାନ ତୁମ୍ଭେ କ’ଣ ଭାବୁଛ ମୁଁ ସଦାପ୍ରଭୁଙ୍କ ବିନା ସାହାଯ୍ୟରେ ଏହି ସ୍ଥାନକୁ ଧ୍ୱଂସ କରି ପାରିବି? ସଦାପ୍ରଭୁ ମୋତେ କହିଲେ, “ଏହି ଦେଶ ବିରୁଦ୍ଧରେ ଯାଇ ତାହା ଧ୍ୱଂସ କର।”’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ କʼଣ ସଦାପ୍ରଭୁଙ୍କ ବିନା ଏହି ସ୍ଥାନ ଧ୍ୱଂସ କରିବାକୁ ଆସିଅଛି? ସଦାପ୍ରଭୁ ମୋତେ କହିଲେ, ଏହି ଦେଶ ବିରୁଦ୍ଧରେ ଯାଇ ତାହା ଧ୍ୱଂସ କର।’”
Odia IRV 2017 (ଓଡିଆ ବାଇବେଲ)
ମୁଁ କ’ଣ ସଦାପ୍ରଭୁଙ୍କ ବିନା ଏହି ସ୍ଥାନ ଧ୍ୱଂସ କରିବାକୁ ଆସିଅଛି? ସଦାପ୍ରଭୁ ମୋତେ କହିଲେ, ଏହି ଦେଶ ବିରୁଦ୍ଧରେ ଯାଇ ତାହା ଧ୍ୱଂସ କର।”