Isaiah 36:11 — Compare Translations
5 translations compared side by side
Odia - 1840
"ତା'ପ ରେ ଇଲିଯାକିମ୍, ଶିବ୍ନ ଓ ୟୋଯାହ ରବଶାକିକି କହିଲେ, ଦୟାକରି ଆପଣ ଆପଣଙ୍କର ଦାସମାନଙ୍କୁ ଅରାମୀଯ ଭାଷା ରେ କୁହନ୍ତୁ। କାରଣ ଆମ୍ଭମାନେେ ସେ ଭାଷା ବୁଝି ପାରୁଛୁ। ପୁଣି ପ୍ରାଚୀର ଉପରିସ୍ଥ ଲୋକମାନଙ୍କର ଗୋଚର ନିମନ୍ତେ ୟିହୁଦୀଯ ଭାଷା ରେ କୁହନ୍ତୁ ନାହିଁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଇଲୀୟାକୀମ୍ ଓ ଶିବ୍ନ ଓ ଯୋୟାହ ରବଶାକିକି କହିଲେ, ବିନୟ କରୁଅଛୁ, ଆପଣ ଅରାମୀୟ ଭାଷାରେ ଆପଣା ଦାସମାନଙ୍କୁ କୁହନ୍ତୁ; କାରଣ ଆମ୍ଭେମାନେ ତାହା ବୁଝୁଅଛୁ; ପୁଣି, ପ୍ରାଚୀରର ଉପରିସ୍ଥ ଲୋକମାନଙ୍କ କର୍ଣ୍ଣଗୋଚରରେ ଆମ୍ଭମାନଙ୍କୁ ଯିହୁଦୀୟ ଭାଷାରେ ନ କୁହନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଇଲିୟାକୀମ୍, ଶିବ୍ନ ଓ ଯୋୟାହ ରବ୍ଶାକିକି କହିଲେ, “ଦୟାକରି ଆପଣ ଆପଣଙ୍କର ଦାସମାନଙ୍କୁ ଅରାମୀୟ ଭାଷାରେ କୁହନ୍ତୁ। କାରଣ ଆମ୍ଭେମାନେ ସେ ଭାଷା ବୁଝି ପାରୁଛୁ। ପୁଣି ପ୍ରାଚୀର ଉପରିସ୍ଥ ଲୋକମାନଙ୍କର ଗୋଚର ନିମନ୍ତେ ଯିହୁଦୀୟ ଭାଷାରେ କୁହନ୍ତୁ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଇଲିୟାକୀମ୍, ଶିବ୍ନ ଓ ଯୋୟାହ ରବ୍ଶାକିକୁ କହିଲେ, “ବିନୟ କରୁଅଛୁ, ଆପଣ ଅରାମୀୟ ଭାଷାରେ ଆପଣା ଦାସମାନଙ୍କୁ କୁହନ୍ତୁ; କାରଣ ଆମ୍ଭେମାନେ ତାହା ବୁଝୁଅଛୁ; ପୁଣି, ପ୍ରାଚୀରର ଉପରିସ୍ଥ ଲୋକମାନଙ୍କ କର୍ଣ୍ଣଗୋଚରରେ ଆମ୍ଭମାନଙ୍କୁ ଯିହୁଦୀୟ ଭାଷାରେ ନ କୁହନ୍ତୁ।”
Odia IRV 2017 (ଓଡିଆ ବାଇବେଲ)