Isaiah 36:12 — Compare Translations

5 translations compared side by side

Odia - 1840
"ମାତ୍ର ରବଶାକି କହିଲା, ମାରେ ପ୍ରଭୁ କ'ଣ ମାେତେ ତୁମ୍ଭମାନଙ୍କୁ ଓ ତୁମ୍ଭର ପୁତ୍ରଙ୍କୁ କହିବା ପାଇଁ ପଠାଇଛନ୍ତି? ସେ କ'ଣ ମାେତେ ତୁମ୍ଭମାନଙ୍କ ସହିତ ଯେଉଁମାନେ ଆପଣା ଆପଣା ବିଷ୍ଠା ଖାଉଛନ୍ତି ଓ ମୂତ୍ର ପାନ କରୁଛନ୍ତି, ସମାନଙ୍କେ ନିକଟକୁ ପଠାଇ ନାହାଁନ୍ତି?'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ରବ୍ଶାକି ସେମାନଙ୍କୁ କହିଲା, ମୋʼ ପ୍ରଭୁ କି ତୁମ୍ଭ ପ୍ରଭୁଙ୍କୁ ଓ ତୁମ୍ଭଙ୍କୁ ଏସବୁ କଥା କହିବା ପାଇଁ ମୋତେ ପଠାଇଅଛନ୍ତି? ଏହି ଯେଉଁ ଲୋକମାନେ ତୁମ୍ଭମାନଙ୍କ ସଙ୍ଗେ ଆପଣା ଆପଣା ବିଷ୍ଠା ଖାଇବାକୁ ଓ ମୂତ୍ର ପିଇବାକୁ ପ୍ରାଚୀର ଉପରେ ବସିଅଛନ୍ତି, ସେମାନଙ୍କ ନିକଟକୁ କʼଣ ମୋତେ ପଠାଇ ନାହାନ୍ତି?
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ର‌ବ୍‌ଶାକି କହିଲା, “ମୋର ପ୍ରଭୁ କ’ଣ ମୋତେ ତୁମ୍ଭମାନଙ୍କୁ ଓ ତୁମ୍ଭର ପୁତ୍ରଙ୍କୁ କହିବା ପାଇଁ ପଠାଇଛନ୍ତି? ସେ କ’ଣ ମୋତେ ତୁମ୍ଭମାନଙ୍କ ସହିତ ଯେଉଁମାନେ ଆପଣା ଆପଣା ବିଷ୍ଠା ଖାଉଛନ୍ତି ଓ ମୂତ୍ର ପାନ କରୁଛନ୍ତି, ସେମାନଙ୍କ ନିକଟକୁ ପଠାଇ ନାହାନ୍ତି?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ରବ୍‍ଶାକି ସେମାନଙ୍କୁ କହିଲା, “ମୋʼ ପ୍ରଭୁ କି ତୁମ୍ଭ ପ୍ରଭୁଙ୍କୁ ଓ ତୁମ୍ଭଙ୍କୁ ଏହିସବୁ କଥା କହିବା ପାଇଁ ମୋତେ ପଠାଇଅଛନ୍ତି? ଏହି ଯେଉଁ ଲୋକମାନେ ତୁମ୍ଭମାନଙ୍କ ସଙ୍ଗେ ଆପଣା ଆପଣା ବିଷ୍ଠା ଖାଇବାକୁ ଓ ମୂତ୍ର ପିଇବାକୁ ପ୍ରାଚୀର ଉପରେ ବସିଅଛନ୍ତି, ସେମାନଙ୍କ ନିକଟକୁ କʼଣ ମୋତେ ପଠାଇ ନାହାନ୍ତି?”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ରବ୍‍ଶାକି ସେମାନଙ୍କୁ କହିଲା, ମୋ’ ପ୍ରଭୁ କି ତୁମ୍ଭ ପ୍ରଭୁଙ୍କୁ ଓ ତୁମ୍ଭଙ୍କୁ ଏହି ସବୁ କଥା କହିବା ପାଇଁ ମୋତେ ପଠାଇଅଛନ୍ତି? ଏହି ଯେଉଁ ଲୋକମାନେ ତୁମ୍ଭମାନଙ୍କ ସଙ୍ଗେ ଆପଣା ଆପଣା ବିଷ୍ଠା ଖାଇବାକୁ ଓ ମୂତ୍ର ପିଇବାକୁ ପ୍ରାଚୀର ଉପରେ ବସିଅଛନ୍ତି, ସେମାନଙ୍କ ନିକଟକୁ କ’ଣ ମୋତେ ପଠାଇ ନାହାନ୍ତି?