Isaiah 36:13 — Compare Translations
5 translations compared side by side
Odia - 1840
"ତା'ପ ରେ ରବଶାକି ଉଚ୍ଚସ୍ବର ରେ ୟିହୁଦୀଯ ଭାଷା ରେ କହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ରବ୍ଶାକି ଠିଆ ହୋଇ ଉଚ୍ଚସ୍ଵରରେ ଯିହୁଦୀୟ ଭାଷାରେ ଏହି କଥା କହିଲା, ତୁମ୍ଭେମାନେ ମହାରାଜ ଅଶୂରର ରାଜାଙ୍କ କଥା ଶୁଣ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ରବ୍ଶାକି ଉଚ୍ଚସ୍ୱରରେ ଯିହୁଦୀୟ ଭାଷାରେ କହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ରବ୍ଶାକି ଠିଆ ହୋଇ ଉଚ୍ଚସ୍ୱରରେ ଯିହୁଦୀୟ ଭାଷାରେ ଏହି କଥା କହିଲା, “ତୁମ୍ଭେମାନେ ମହାରାଜ ଅଶୂରର ରାଜାଙ୍କ କଥା ଶୁଣ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ରବ୍ଶାକି ଠିଆ ହୋଇ ଉଚ୍ଚସ୍ୱରରେ ଯିହୁଦୀୟ ଭାଷାରେ ଏହି କଥା କହିଲା, ତୁମ୍ଭେମାନେ ମହାରାଜ ଅଶୂରର ରାଜାଙ୍କ କଥା ଶୁଣ।