Isaiah 36:14 — Compare Translations
5 translations compared side by side
Odia - 1840
"ମହାରାଜା ଅଶୂରର ରାଜାଙ୍କର ଏହି ବାର୍ତ୍ତା ଶୁଣ:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ରାଜା ଏହି କଥା କହନ୍ତି, ତୁମ୍ଭମାନଙ୍କୁ ଭୁଲାଇବା ପାଇଁ ହିଜକୀୟକୁ ଦିଅ ନାହିଁ; କାରଣ ସେ ତୁମ୍ଭମାନଙ୍କୁ ଉଦ୍ଧାର କରିପାରିବ ନାହିଁ;
Odia Bible ERV 2004 (ପବିତ୍ର ବାଇବଲ)
ମହାରାଜା ଅଶୂରର ରାଜାଙ୍କର ଏହି ବାର୍ତ୍ତା ଶୁଣ: ତୁମ୍ଭମାନଙ୍କୁ ଭୁଲାଇବା ପାଇଁ ହିଜକିୟଙ୍କୁ ଦିଅ ନାହିଁ। କାରଣ ସେ ତୁମ୍ଭମାନଙ୍କୁ ଉଦ୍ଧାର କରିବାକୁ କ୍ଷମ ହେବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ରାଜା ଏହି କଥା କହନ୍ତି, ‘ତୁମ୍ଭମାନଙ୍କୁ ଭୁଲାଇବା ପାଇଁ ହିଜକୀୟକୁ ଦିଅ ନାହିଁ; କାରଣ ସେ ତୁମ୍ଭମାନଙ୍କୁ ଉଦ୍ଧାର କରି ପାରିବ ନାହିଁ;
Odia IRV 2017 (ଓଡିଆ ବାଇବେଲ)
ରାଜା ଏହି କଥା କହନ୍ତି, ତୁମ୍ଭମାନଙ୍କୁ ଭୁଲାଇବା ପାଇଁ ହିଜକୀୟକୁ ଦିଅ ନାହିଁ; କାରଣ ସେ ତୁମ୍ଭମାନଙ୍କୁ ଉଦ୍ଧାର କରିପାରିବ ନାହିଁ;