Isaiah 36:15 — Compare Translations
5 translations compared side by side
Odia - 1840
"ହିଜକିଯଙ୍କ କଥା ବିଶ୍ବାସ କର ନାହିଁ। 'ସଦାପ୍ରଭୁଙ୍କଠା ରେ ବିଶ୍ବାସ ରଖ। ସେ ନିଶ୍ଚଯ ଆମ୍ଭମାନଙ୍କୁ ଉଦ୍ଧାର କରିବେ। ସଦାପ୍ରଭୁ ଅଶୂର ରାଜାଙ୍କୁ ଏହି ନଗର ଅଧିକାର କରିବାକୁ ଦବେେ ନାହିଁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିଅବା ସଦାପ୍ରଭୁ ନିଶ୍ଚୟ ଆମ୍ଭମାନଙ୍କୁ ଉଦ୍ଧାର କରିବେ ଓ ଏହି ନଗର ଅଶୂରୀୟ ରାଜାର ହସ୍ତଗତ ନୋହିବ, ଏହି କଥା କହି ହିଜକୀୟ ତୁମ୍ଭମାନଙ୍କୁ ସଦାପ୍ରଭୁଙ୍କଠାରେ ବିଶ୍ଵାସ ନ କରାଉ ।
Odia Bible ERV 2004 (ପବିତ୍ର ବାଇବଲ)
ହିଜକିୟଙ୍କ କଥା ବିଶ୍ୱାସ କର ନାହିଁ। “ସଦାପ୍ରଭୁଙ୍କଠାରେ ବିଶ୍ୱାସ ରଖ। ସେ ନିଶ୍ଚୟ ଆମ୍ଭମାନଙ୍କୁ ଉଦ୍ଧାର କରିବେ। ସଦାପ୍ରଭୁ ଅଶୂର ରାଜାଙ୍କୁ ଏହି ନଗର ଅଧିକାର କରିବାକୁ ଦେବେ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିଅବା ସଦାପ୍ରଭୁ ନିଶ୍ଚୟ ଆମ୍ଭମାନଙ୍କୁ ଉଦ୍ଧାର କରିବେ ଓ ଏହି ନଗର ଅଶୂରୀୟ ରାଜାର ହସ୍ତଗତ ହେବ ନାହିଁ, ଏହି କଥା କହି ହିଜକୀୟ ତୁମ୍ଭମାନଙ୍କୁ ସଦାପ୍ରଭୁଙ୍କଠାରେ ବିଶ୍ୱାସ ନ କରାଉ।
Odia IRV 2017 (ଓଡିଆ ବାଇବେଲ)
କିଅବା “ସଦାପ୍ରଭୁ ନିଶ୍ଚୟ ଆମ୍ଭମାନଙ୍କୁ ଉଦ୍ଧାର କରିବେ ଓ ଏହି ନଗର ଅଶୂରୀୟ ରାଜାର ହସ୍ତଗତ ହେବ ନାହିଁ,” ଏହି କଥା କହି ହିଜକୀୟ ତୁମ୍ଭମାନଙ୍କୁ ସଦାପ୍ରଭୁଙ୍କଠାରେ ବିଶ୍ୱାସ ନ କରାଉ।