Isaiah 36:16 — Compare Translations

5 translations compared side by side

Odia - 1840
"ହିଜକିଯଙ୍କ କଥା ଶୁଣ ନାହିଁ। କାରଣ ଅଶୂର ରାଜା ଏହିକଥା କୁହନ୍ତି, ତୁମ୍ଭମାନେେ ମାେ ସହିତ ଚୁକ୍ତି କର। ତୁମ୍ଭମାନେେ ନଗରରୁ ବାହାରି ମାେ ନିକଟକୁ ଚାଳିଆସ। ତା'ପ ରେ ପ୍ରେତ୍ୟକକ ନିଜ ନିଜ ଗୃହକୁ ୟିବାକୁ ମୁକ୍ତ ଅଟ। ପ୍ରେତ୍ୟକକ ଆପଣା ଆପଣା ଦ୍ରାକ୍ଷାଫଳ ଓ ଡ଼ିମ୍ବିରି ଫଳ ଭୋଜନ କର। ପ୍ରେତ୍ୟକକ ନିଜ ନିଜ କୂପରୁ ଜଳ ପାନକର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହିଜକୀୟର କଥା ଶୁଣ ନାହିଁ; କାରଣ ଅଶୂରୀୟ ରାଜା ଏହି କଥା କୁହନ୍ତି, ତୁମ୍ଭେମାନେ ମୋʼ ସଙ୍ଗେ ସନ୍ଧି କର ଓ ମୋʼ କତିକି ବାହାରି ଆସ ଓ ପ୍ରତ୍ୟେକେ ଆପଣା ଆପଣା ଦ୍ରାକ୍ଷାଫଳ ଓ ପ୍ରତ୍ୟେକେ ଆପଣା ଆପଣା ଡିମିରି ଫଳ ଭୋଜନ କର, ଆଉ ପ୍ରତ୍ୟେକେ ଆପଣା ଆପଣା କୂପ-ଜଳ ପାନ କର;
Odia Bible ERV 2004 (ପବିତ୍ର ବାଇବଲ)
ହିଜକିୟଙ୍କ କଥା ଶୁଣ ନାହିଁ। କାରଣ ଅଶୂର ରାଜା ଏହିକଥା କୁହନ୍ତି, “ତୁମ୍ଭେମାନେ ମୋ’ ସହିତ ଚୁକ୍ତି କର। ତୁମ୍ଭେମାନେ ନଗରରୁ ବାହାରି ମୋ’ ନିକଟକୁ ଗ୍ଭଳିଆସ। ତା’ପରେ ପ୍ରତ୍ୟେକ ନିଜ ନିଜ ଗୃହକୁ ଯିବାକୁ ମୁକ୍ତ ଅଟ। ପ୍ରତ୍ୟେକ ଆପଣା ଆପଣା ଦ୍ରାକ୍ଷାଫଳ ଓ ଡିମ୍ବିରି ଫଳ ଭୋଜନ କର। ପ୍ରତ୍ୟେକ ନିଜ ନିଜ କୂପରୁ ଜଳ ପାନକର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହିଜକୀୟର କଥା ଶୁଣ ନାହିଁ; କାରଣ ଅଶୂରୀୟ ରାଜା ଏହି କଥା କୁହନ୍ତି, ତୁମ୍ଭେମାନେ ମୋʼ ସଙ୍ଗେ ସନ୍ଧି କର ଓ ମୋʼ କତିକି ବାହାରି ଆସ ଓ ପ୍ରତ୍ୟେକେ ଆପଣା ଆପଣା ଦ୍ରାକ୍ଷାଫଳ ଓ ପ୍ରତ୍ୟେକେ ଆପଣା ଆପଣା ଡିମ୍ବିରି ଫଳ ଭୋଜନ କର, ଆଉ ପ୍ରତ୍ୟେକେ ଆପଣା ଆପଣା କୂପ ଜଳ ପାନ କର;
Odia IRV 2017 (ଓଡିଆ ବାଇବେଲ)
ହିଜକୀୟର କଥା ଶୁଣ ନାହିଁ; କାରଣ ଅଶୂରୀୟ ରାଜା ଏହି କଥା କୁହନ୍ତି, ତୁମ୍ଭେମାନେ ମୋ’ ସଙ୍ଗେ ସନ୍ଧି କର ଓ ମୋ’ କତିକୁ ବାହାରି ଆସ ଓ ପ୍ରତ୍ୟେକେ ଆପଣା ଆପଣା ଦ୍ରାକ୍ଷାଫଳ ଓ ପ୍ରତ୍ୟେକେ ଆପଣା ଆପଣା ଡିମ୍ବିରି ଫଳ ଭୋଜନ କର, ଆଉ ପ୍ରତ୍ୟେକେ ଆପଣା ଆପଣା କୂପଜଳ ପାନ କର;