Isaiah 36:17 — Compare Translations

5 translations compared side by side

Odia - 1840
"ତୁମ୍ଭମାନଙ୍କୁ ସ୍ବଦେଶକୁ ନଇୟିବୋ ପର୍ୟ୍ଯନ୍ତ ତୁମ୍ଭମାନେେ ଏହି କାର୍ୟ୍ଯ କର। ସହେି ନୂତନ ଦେଶ ରେ ତୁମ୍ଭମାନେେ ଉତ୍ତମ ଶସ୍ଯ ଓ ଦ୍ରାକ୍ଷାରସ ଏବଂ ରୁଟୀ ଓ ଦ୍ରାକ୍ଷା କ୍ଷେତ୍ରମାନ ଲାଭ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶେଷରେ ମୁଁ ଆସି ତୁମ୍ଭମାନଙ୍କର ସ୍ଵଦେଶ ତୁଲ୍ୟ ଏକ ଦେଶକୁ, ଅର୍ଥାତ୍, ଶସ୍ୟ ଓ ଦ୍ରାକ୍ଷାରସମୟ ଦେଶ, ଆଉ ରୁଟୀ ଓ ଦ୍ରାକ୍ଷାକ୍ଷେତ୍ରମୟ ଦେଶକୁ ତୁମ୍ଭମାନଙ୍କୁ ନେଇ ଯିବି ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭମାନଙ୍କୁ ସ୍ୱଦେଶକୁ ନେଇଯିବା ପର୍ଯ୍ୟନ୍ତ ତୁମ୍ଭେମାନେ ଏହି କାର୍ଯ୍ୟ କର। ସେହି ନୂତନ ଦେଶରେ ତୁମ୍ଭେମାନେ ଉତ୍ତମ ଶସ୍ୟ ଓ ଦ୍ରାକ୍ଷାରସ ଏବଂ ରୁଟୀ ଓ ଦ୍ରାକ୍ଷାକ୍ଷେତ୍ର‌ମାନ ଲାଭ କରିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶେଷରେ ମୁଁ ଆସି ତୁମ୍ଭମାନଙ୍କର ସ୍ୱଦେଶ ତୁଲ୍ୟ ଏକ ଦେଶକୁ, ଅର୍ଥାତ୍‍, ଶସ୍ୟ ଓ ଦ୍ରାକ୍ଷାରସମୟ ଦେଶ, ଆଉ ରୁଟି ଓ ଦ୍ରାକ୍ଷାକ୍ଷେତ୍ରମୟ ଦେଶକୁ ତୁମ୍ଭମାନଙ୍କୁ ନେଇଯିବି।
Odia IRV 2017 (ଓଡିଆ ବାଇବେଲ)
ଶେଷରେ ମୁଁ ଆସି ତୁମ୍ଭମାନଙ୍କର ସ୍ୱଦେଶ ତୁଲ୍ୟ ଏକ ଦେଶକୁ, ଅର୍ଥାତ୍‍, ଶସ୍ୟ ଓ ଦ୍ରାକ୍ଷାରସମୟ ଦେଶ, ଆଉ ରୁଟି ଓ ଦ୍ରାକ୍ଷାକ୍ଷେତ୍ରମୟ ଦେଶକୁ ତୁମ୍ଭମାନଙ୍କୁ ନେଇ ଯିବି।