Isaiah 36:18 — Compare Translations
5 translations compared side by side
Odia - 1840
"ହିଜକିଯ ତୁମ୍ଭମାନଙ୍କ ପାଇଁ ଯେପରି ଦୁଃଖ ନ ମଣାଏ, ସେଥିପାଇଁ ଧ୍ଯାନ ଦିଅ। ସେ କୁହନ୍ତି, ସଦାପ୍ରଭୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ।' ମାତ୍ର କୌଣସି ଗୋଷ୍ଠୀଯମାନଙ୍କର ଦବେତାଗଣ ମଧ୍ଯରୁ କୌଣସି ଦବେତା କ'ଣ ଅଶୂରୀଯ ରାଜାଙ୍କ ହସ୍ତରୁ ଆପଣା ଦେଶକୁ ଉଦ୍ଧାର କରିଅଛ? ନା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ ବୋଲି କହି ହିଜକୀୟ ଯେପରି ତୁମ୍ଭମାନଙ୍କୁ ନ ମଣାଏ, ଏଥିପାଇଁ ସାବଧାନ ହୁଅ । ନାନା ଗୋଷ୍ଠୀୟମାନଙ୍କର ଦେବତାଗଣ ମଧ୍ୟରୁ କୌଣସି ଦେବତା କʼଣ ଅଶୂରୀୟ ରାଜା ହସ୍ତରୁ ଆପଣା ଦେଶ ଉଦ୍ଧାର କରିଅଛି?
Odia Bible ERV 2004 (ପବିତ୍ର ବାଇବଲ)
ହିଜକିୟ ତୁମ୍ଭମାନଙ୍କ ପାଇଁ ଯେପରି ଦୁଃଖ ନ ମଣାଏ, ସେଥିପାଇଁ ଧ୍ୟାନ ଦିଅ। ସେ କୁହନ୍ତି, “ସଦାପ୍ରଭୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ।” ମାତ୍ର କୌଣସି ଗୋଷ୍ଠୀୟମାନଙ୍କର ଦେବତାଗଣ ମଧ୍ୟରୁ କୌଣସି ଦେବତା କ’ଣ ଅଶୂରୀୟ ରାଜାଙ୍କ ହସ୍ତରୁ ଆପଣା ଦେଶକୁ ଉଦ୍ଧାର କରିଅଛି? ନା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ ବୋଲି କହି ହିଜକୀୟ ଯେପରି ତୁମ୍ଭମାନଙ୍କୁ ନ ମଣାଏ, ଏଥିପାଇଁ ସାବଧାନ ହୁଅ। ନାନା ଗୋଷ୍ଠୀୟମାନଙ୍କର ଦେବତାଗଣ ମଧ୍ୟରୁ କୌଣସି ଦେବତା କʼଣ ଅଶୂରୀୟ ରାଜା ହସ୍ତରୁ ଆପଣା ଦେଶ ଉଦ୍ଧାର କରିଅଛି?
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ ବୋଲି କହି ହିଜକୀୟ ଯେପରି ତୁମ୍ଭମାନଙ୍କୁ ନ ମଣାଏ, ଏଥିପାଇଁ ସାବଧାନ ହୁଅ। ନାନା ଗୋଷ୍ଠୀୟମାନଙ୍କର ଦେବତାଗଣ ମଧ୍ୟରୁ କୌଣସି ଦେବତା କ’ଣ ଅଶୂରୀୟ ରାଜା ହସ୍ତରୁ ଆପଣା ଦେଶ ଉଦ୍ଧାର କରିଅଛି?