Isaiah 36:19 — Compare Translations

5 translations compared side by side

Odia - 1840
"ହମାତ ଓ ଅର୍ପଦର ଦବେତାମାନେ କାହାନ୍ତି? ସଫର୍ବଯିମର ଦବେତାମାନେ କାହାନ୍ତି? ସମାନେେ କ'ଣ ମାଠାରୁେ ଶମରିଯାକୁ ଉଦ୍ଧାର କରିଛନ୍ତି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହମାତର ଓ ଅର୍ପଦର ଦେବତାମାନେ କାହାନ୍ତି? ସଫର୍ବୟିମର ଦେବତାମାନେ କାହାନ୍ତି? ଓ ସେମାନେ କʼଣ ମୋʼ ହସ୍ତରୁ ଶମରୀୟାକୁ ଉଦ୍ଧାର କରିଅଛନ୍ତି?
Odia Bible ERV 2004 (ପବିତ୍ର ବାଇବଲ)
ହମାତ ଓ ଅର୍ପଦର ଦେବତାମାନେ କାହାନ୍ତି? ସଫର୍ବୟିମର ଦେବତାମାନେ କାହାନ୍ତି? ସେମାନେ କ’ଣ ମୋ’ଠାରୁ ଶମରିୟାକୁ ଉଦ୍ଧାର କରିଛନ୍ତି?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହମାତର ଓ ଅର୍ପଦର ଦେବତାମାନେ କାହାନ୍ତି? ସଫର୍ବୟିମର ଦେବତାମାନେ କାହାନ୍ତି? ଓ ସେମାନେ କʼଣ ମୋʼ ହସ୍ତରୁ ଶମରୀୟାକୁ ଉଦ୍ଧାର କରିଅଛନ୍ତି?
Odia IRV 2017 (ଓଡିଆ ବାଇବେଲ)
ହମାତର ଓ ଅର୍ପଦର ଦେବତାମାନେ କାହାନ୍ତି? ସଫର୍ବୟିମର ଦେବତାମାନେ କାହାନ୍ତି? ଓ ସେମାନେ କ’ଣ ମୋ’ ହସ୍ତରୁ ଶମରୀୟାକୁ ଉଦ୍ଧାର କରିଅଛନ୍ତି?