Isaiah 36:2 — Compare Translations

5 translations compared side by side

Odia - 1840
"ଅଶୂରର ରାଜା ସନ୍ ହରେୀବ ତାଙ୍କର ସନୋଧ୍ଯକ୍ଷଙ୍କୁ ଏକ ବିଶାଳ ସୈନ୍ଯବାହିନୀ ଦଇେ ଲାଖୀଶଠାରୁ ୟିରୁଶାଲମକୁ ହିଜକିଯ ରାଜା ନିକଟକୁ ପଠାଇଲା। ଆଉ ସେ ରଜକର କ୍ଷେତ୍ର ପଥସ୍ଥିତ ଉପର ପୁଷ୍କରିଣୀର ନାକ ନିକଟରେ ଠିଆ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଅଶୂରର ରାଜା ରବ୍ଶାକିକି ମହାସୈନ୍ୟ ସହିତ ଲାଖୀଶ୍ଠାରୁ ଯିରୂଶାଲମକୁ ହିଜକୀୟ ରାଜା ନିକଟକୁ ପଠାଇଲା । ଆଉ, ସେ ରଜକର କ୍ଷେତ୍ର ପଥସ୍ଥିତ ଉପର ପୁଷ୍କରିଣୀର ନାଳ ନିକଟରେ ଠିଆ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଅଶୂରର ରାଜା ସ‌‌‌ନ୍‌‌‌ହେରୀବ ତାଙ୍କର ସେନାଧ୍ୟକ୍ଷଙ୍କୁ ଏକ ବିଶାଳ ସୈନ୍ୟବାହିନୀ ଦେଇ ଲାଖି‌ଶ୍‌ଠାରୁ ଯିରୁଶାଲମକୁ ହିଜକିୟ ରାଜା ନିକଟକୁ ପଠାଇଲା। ଆଉ ସେ ରଜକର କ୍ଷେତ୍ର ପଥସ୍ଥିତ ଉପର ପୁଷ୍କରିଣୀର ନାଳ ନିକଟରେ ଠିଆ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଅଶୂରର ରାଜା ରବ୍‍ଶାକିକୁ ମହାସୈନ୍ୟ ସହିତ ଲାଖୀଶ୍‍ଠାରୁ ଯିରୂଶାଲମକୁ ହିଜକୀୟ ରାଜା ନିକଟକୁ ପଠାଇଲା। ଆଉ, ସେ ରଜକର କ୍ଷେତ୍ର ପଥସ୍ଥିତ ଉପର ପୁଷ୍କରିଣୀର ନାଳ ନିକଟରେ ଠିଆ ହେଲା।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଅଶୂରର ରାଜା ରବ୍‍ଶାକିକୁ ମହାସୈନ୍ୟ ସହିତ ଲାଖୀଶ୍‍ଠାରୁ ଯିରୂଶାଲମକୁ ହିଜକୀୟ ରାଜା ନିକଟକୁ ପଠାଇଲା। ଆଉ, ସେ ରଜକର କ୍ଷେତ୍ର ପଥସ୍ଥିତ ଉପର ପୁଷ୍କରିଣୀର ନାଳ ନିକଟରେ ଠିଆ ହେଲା।