Isaiah 36:20 — Compare Translations
5 translations compared side by side
Odia - 1840
"ଏହିସବୁ ଦେଶର ଦବେତାଗଣ ମଧ୍ଯରୁ କେଉଁ ଦବେତା ମାେ ହସ୍ତରୁ ନିଜ ନିଜ ଦେଶ ଉଦ୍ଧାର କରିଅଛନ୍ତି ଯେ, ସଦାପ୍ରଭୁ ମାେ ହସ୍ତରୁ ୟିରୁଶାଲମକୁ ଉଦ୍ଧାର କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିସବୁ ଦେଶର ଦେବତାଗଣ ମଧ୍ୟରୁ କେଉଁ ଦେବତାମାନେ ମୋʼ ହସ୍ତରୁ ଆପଣାମାନଙ୍କର ଦେଶ ଉଦ୍ଧାର କରିଅଛନ୍ତି ଯେ, ସଦାପ୍ରଭୁ ମୋʼ ହସ୍ତରୁ ଯିରୂଶାଲମକୁ ଉଦ୍ଧାର କରିବେ?
Odia Bible ERV 2004 (ପବିତ୍ର ବାଇବଲ)
ଏହିସବୁ ଦେଶର ଦେବତାଗଣ ମଧ୍ୟରୁ କେଉଁ ଦେବତା ମୋ’ ହସ୍ତରୁ ନିଜ ନିଜ ଦେଶ ଉଦ୍ଧାର କରିଅଛନ୍ତି ଯେ, ସଦାପ୍ରଭୁ ମୋ’ ହସ୍ତରୁ ଯିରୁଶାଲମକୁ ଉଦ୍ଧାର କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିସବୁ ଦେଶର ଦେବତାଗଣ ମଧ୍ୟରୁ କେଉଁ ଦେବତାମାନେ ମୋʼ ହସ୍ତରୁ ଆପଣାମାନଙ୍କର ଦେଶ ଉଦ୍ଧାର କରିଅଛନ୍ତି ଯେ, ସଦାପ୍ରଭୁ ମୋʼ ହସ୍ତରୁ ଯିରୂଶାଲମକୁ ଉଦ୍ଧାର କରିବେ?’”
Odia IRV 2017 (ଓଡିଆ ବାଇବେଲ)
ଏହିସବୁ ଦେଶର ଦେବତାଗଣ ମଧ୍ୟରୁ କେଉଁ ଦେବତାମାନେ ମୋ’ ହସ୍ତରୁ ଆପଣାମାନଙ୍କର ଦେଶ ଉଦ୍ଧାର କରିଅଛନ୍ତି ଯେ, ସଦାପ୍ରଭୁ ମୋ’ ହସ୍ତରୁ ଯିରୂଶାଲମକୁ ଉଦ୍ଧାର କରିବେ?