Isaiah 36:21 — Compare Translations
5 translations compared side by side
Odia - 1840
"ମାତ୍ର ୟିରୁଶାଲମର ଲୋକମାନେ ନୀରବ ରହିଲେ। ତାହାକୁ ପଦମାେତ୍ର ଉତ୍ତର କଲେ ନାହିଁ। କାରଣ ରାଜା ହିଜକିଯ ଉତ୍ତର ନ ଦବୋପାଇଁ ଆଦେଶ ଦଇେଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଲୋକମାନେ ନୀରବ ହୋଇ ରହିଲେ, ତାହାକୁ ପଦେମାତ୍ର ଉତ୍ତର କଲେ ନାହିଁ; କାରଣ ତାହାକୁ ଉତ୍ତର ନ ଦିଅ ବୋଲି ରାଜାର ଆଜ୍ଞା ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ଯିରୁଶାଲମର ଲୋକମାନେ ନୀରବ ରହିଲେ। ତାହାକୁ ପଦେମାତ୍ର ଉତ୍ତର କଲେ ନାହିଁ। “କାରଣ ରାଜା ହିଜକିୟ ଉତ୍ତର ନ ଦେବା ପାଇଁ ଆଦେଶ ଦେଇଥିଲେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଲୋକମାନେ ନୀରବ ହୋଇ ରହିଲେ, ତାହାକୁ ପଦେ ମାତ୍ର ଉତ୍ତର କଲେ ନାହିଁ; କାରଣ ତାହାକୁ ଉତ୍ତର ନ ଦିଅ ବୋଲି ରାଜାର ଆଜ୍ଞା ଥିଲା।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଲୋକମାନେ ନୀରବ ହୋଇ ରହିଲେ, ତାହାକୁ ପଦେ ମାତ୍ର ଉତ୍ତର କଲେ ନାହିଁ; କାରଣ ତାହାକୁ ଉତ୍ତର ନ ଦିଅ ବୋଲି ରାଜାର ଆଜ୍ଞା ଥିଲା।