Isaiah 36:22 — Compare Translations

5 translations compared side by side

Odia - 1840
"ତା'ପ ରେ ହିଲ୍କିଯର ପୁତ୍ର ରାଜଗୃହାଧ୍ଯକ୍ଷ ଇଲିଯାକିମ୍। ଲେଖକ ଗିବ୍ ନ ଓ ଆସଫର ପୁତ୍ର ଇତିହାସ ଲେଖକ ୟୋଯାହ ଆପଣା ଆପଣା ବସ୍ତ୍ର ଚିରି ହିଜକିଯ ନିକଟକୁ ଆସି ରବଶାକିର କଥାସବୁ ତାକୁ ଜଣାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ହିଲ୍‍କୀୟର ପୁତ୍ର ଇଲୀୟାକୀମ୍ ନାମକ ରାଜଗୃହାଧ୍ୟକ୍ଷ ଓ ଶିବ୍ନ ଲେଖକ ଓ ଆସଫର ପୁତ୍ର ଯୋୟାହ ନାମକ ଇତିହାସ ଲେଖକ ଆପଣା ଆପଣା ବସ୍ତ୍ର ଚିରି ହିଜକୀୟ ନିକଟକୁ ଆସି ରବ୍ଶାକିର କଥାସବୁ ତାହାକୁ ଜଣାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ହି‌ଲ୍‌‌‌କିୟର ପୁତ୍ର ରାଜଗୃହାଧ୍ୟକ୍ଷ ଇଲିୟାକୀମ୍। ଲେଖକ ଗି‌‌‌ବ୍‌‌‌ନ ଓ ଆସଫର ପୁତ୍ର ଇତିହାସ ଲେଖକ ଯୋୟାହ ଆପଣା ଆପଣା ବସ୍ତ୍ର ଚିରି ହିଜକିୟ ନିକଟକୁ ଆସି ରବ୍‌ଶାକିର କଥାସବୁ ତାକୁ ଜଣାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ହିଲ୍‍କୀୟର ପୁତ୍ର ଇଲିୟାକୀମ୍‍ ନାମକ ରାଜଗୃହାଧ୍ୟକ୍ଷ ଓ ଶିବ୍‍ନ ଲେଖକ ଓ ଆସଫର ପୁତ୍ର ଯୋୟାହ ନାମକ ଇତିହାସ ଲେଖକ ଆପଣା ଆପଣା ବସ୍ତ୍ର ଚିରି ହିଜକୀୟ ନିକଟକୁ ଆସି ରବ୍‍ଶାକିର କଥାସବୁ ତାହାକୁ ଜଣାଇଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ହିଲ୍‍କୀୟର ପୁତ୍ର ଇଲିୟାକୀମ୍‍ ନାମକ ରାଜଗୃହାଧ୍ୟକ୍ଷ ଓ ଶିବ୍‍ନ ଲେଖକ ଓ ଆସଫର ପୁତ୍ର ଯୋୟାହ ନାମକ ଇତିହାସ ଲେଖକ ଆପଣା ଆପଣା ବସ୍ତ୍ର ଚିରି ହିଜକୀୟ ନିକଟକୁ ଆସି ରବ୍‍ଶାକିର କଥାସବୁ ତାହାକୁ ଜଣାଇଲେ।