Isaiah 36:3 — Compare Translations

5 translations compared side by side

Odia - 1840
"ୟିରୁଶାଲମର ତିନିଜଣ ବ୍ଯକ୍ତି ସନୋଧ୍ଯକ୍ଷଙ୍କୁ ସାକ୍ଷାତ କରିବାକୁ ଗଲେ। ସମାନେେ ହେଲେ ହିଲକିଯର ପୁତ୍ର ରାଜଗୃହ ରକ୍ଷୀ ଇଲିଯାକୀମ, ଲେଖକ ଶିବ୍ନ ଓ ଆସଫର ପୁତ୍ର ଇତିହାସ ଲେଖକ ୟୋଯାହ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ହିଲ୍‍କୀୟର ପୁତ୍ର ଇଲୀୟାକୀମ୍ ନାମକ ରାଜଗୃହାଧ୍ୟକ୍ଷ ଓ ଶିବ୍ନ ଲେଖକ ଓ ଆସଫର ପୁତ୍ର ଯୋୟାହ ନାମକ ଇତିହାସ ଲେଖକ ବାହାର ହୋଇ ତାହା ନିକଟକୁ ଆସିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିରୁଶାଲମର ତିନି ଜଣ ବ୍ୟକ୍ତି ସେନାଧ୍ୟକ୍ଷଙ୍କୁ ସାକ୍ଷାତ କରିବାକୁ ଗଲେ। ସେମାନେ ହେଲେ ହି‌ଲ୍‌‌‌କିୟର ପୁତ୍ର ରାଜଗୃହ ରକ୍ଷୀ ଇଲିୟାକୀମ୍, ଲେଖକ ଶି‌‌‌ବ୍‌‌‌ନ ଓ ଆସଫର ପୁତ୍ର ଇତିହାସ ଲେଖକ ଯୋୟାହ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ହିଲ୍‍କୀୟର ପୁତ୍ର ଇଲିୟାକୀମ୍‍ ନାମକ ରାଜଗୃହାଧ୍ୟକ୍ଷ, ଶିବ୍‍ନ ଲେଖକ ଓ ଆସଫର ପୁତ୍ର ଯୋୟାହ ନାମକ ଇତିହାସ ଲେଖକ ବାହାର ହୋଇ ତାହା ନିକଟକୁ ଆସିଲେ।
Odia IRV 2017 (ଓଡିଆ ବାଇବେଲ)
ତେବେ ହିଲ୍‍କୀୟର ପୁତ୍ର ଇଲିୟାକୀମ୍‍ ନାମକ ରାଜଗୃହାଧ୍ୟକ୍ଷ, ଶିବ୍‍ନ ଲେଖକ ଓ ଆସଫର ପୁତ୍ର ଯୋୟାହ ନାମକ ଇତିହାସ ଲେଖକ ବାହାର ହୋଇ ତାହା ନିକଟକୁ ଆସିଲେ।