Isaiah 36:4 — Compare Translations
5 translations compared side by side
Odia - 1840
"ଆଦେଶକର୍ତ୍ତା ସମାନଙ୍କେୁ କହିଲା,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ରବ୍ଶାକି ସେମାନଙ୍କୁ କହିଲା, ଏବେ ତୁମ୍ଭେମାନେ ହିଜକୀୟକୁ କୁହ, ମହାରାଜ ଅଶୂରର ରାଜା ଏହି କଥା କହନ୍ତି, ତୁମ୍ଭେ ଏହି ଯେଉଁ ବିଶ୍ଵାସ କରୁଅଛ, ତାହା କିରୂପ ବିଶ୍ଵାସ?
Odia Bible ERV 2004 (ପବିତ୍ର ବାଇବଲ)
ଆଦେଶକର୍ତ୍ତା ସେମାନଙ୍କୁ କହିଲା,“ଏବେ ତୁମ୍ଭେମାନେ ହିଜକିୟଙ୍କୁ କୁହ, ଅଶୂରର ମହାରାଜା ଏହି କଥା କୁହନ୍ତି, “‘ତୁମ୍ଭେମାନେ କ’ଣ ପାଇଁ ଏତେ ଆତ୍ମନିର୍ଭର ଶୀଳ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ରବ୍ଶାକି ସେମାନଙ୍କୁ କହିଲା, “ଏବେ ତୁମ୍ଭେମାନେ ହିଜକୀୟକୁ କୁହ, ‘ମହାରାଜ ଅଶୂରର ରାଜା ଏହି କଥା କହନ୍ତି, ତୁମ୍ଭେ ଏହି ଯେଉଁ ବିଶ୍ୱାସ କରୁଅଛ, ତାହା କିରୂପ ବିଶ୍ୱାସ?
Odia IRV 2017 (ଓଡିଆ ବାଇବେଲ)
ତହିଁରେ ରବ୍ଶାକି ସେମାନଙ୍କୁ କହିଲା, “ଏବେ ତୁମ୍ଭେମାନେ ହିଜକୀୟକୁ କୁହ, ମହାରାଜ ଅଶୂରର ରାଜା ଏହି କଥା କହନ୍ତି, ତୁମ୍ଭେ ଏହି ଯେଉଁ ବିଶ୍ୱାସ କରୁଅଛ, ତାହା କିରୂପ ବିଶ୍ୱାସ?