Isaiah 36:5 — Compare Translations
5 translations compared side by side
Odia - 1840
"ମୁଁ କହୁଛି ୟୁଦ୍ଧ ପାଇଁ ତୁମ୍ଭମାନଙ୍କର ଏହି ଯେଉଁ ବଳ ଓ ମନ୍ତ୍ରଣା ବୃଥା କଥା, ତୁମ୍ଭମାନେେ କାହା ଉପ ରେ ବିଶ୍ବାସ କରି ମାେ ବିପକ୍ଷ ରେ ବିଦ୍ରୋହ କରିଛ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ କହୁଅଛି, ଯୁଦ୍ଧ କରିବା ପାଇଁ ତୁମ୍ଭର ମନ୍ତ୍ରଣା ଓ ବଳ କେବଳ ବୃଥା କଥା; ତୁମ୍ଭେ କାହା ଉପରେ ନିର୍ଭର କରି ମୋହର ବିଦ୍ରୋହୀ ହୋଇଅଛ?
Odia Bible ERV 2004 (ପବିତ୍ର ବାଇବଲ)
ମୁଁ କହୁଛି ଯୁଦ୍ଧ ପାଇଁ ତୁମ୍ଭମାନଙ୍କର ଏହି ଯେଉଁ ବଳ ଓ ମନ୍ତ୍ରଣା ବୃଥା କଥା, ତୁମ୍ଭେମାନେ କାହା ଉପରେ ବିଶ୍ୱାସ କରି ମୋ’ ବିପକ୍ଷରେ ବିଦ୍ରୋହ କରିଛ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ କହୁଅଛି, ଯୁଦ୍ଧ କରିବା ପାଇଁ ତୁମ୍ଭର ମନ୍ତ୍ରଣା ଓ ବଳ କେବଳ ବୃଥା କଥା; ତୁମ୍ଭେ କାହା ଉପରେ ନିର୍ଭର କରି ମୋହର ବିଦ୍ରୋହୀ ହୋଇଅଛ?
Odia IRV 2017 (ଓଡିଆ ବାଇବେଲ)
ମୁଁ କହୁଅଛି, ଯୁଦ୍ଧ କରିବା ପାଇଁ ତୁମ୍ଭର ମନ୍ତ୍ରଣା ଓ ବଳ କେବଳ ବୃଥା କଥା; ତୁମ୍ଭେ କାହା ଉପରେ ନିର୍ଭର କରି ମୋହର ବିଦ୍ରୋହୀ ହୋଇଅଛ?