Isaiah 36:6 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ କ'ଣ ଭଗ୍ନ ୟଷ୍ଟି ସଦୃଶ ମିଶର ଉପ ରେ ନିର୍ଭର କରୁଛ? ତାହା ଯଦି କରୁଥାଅ ତବେେ ସେ ହାତ ରେ ଫୋଡ଼ି ହାଇୟୋଇ କଣା କରିଦବେ। ମିଶରର ରାଜା ଫାରୋ ଉପ ରେ ଯେଉଁମାନେ ବିଶ୍ବାସ ରଖନ୍ତି, ସମାନେେ ସମସ୍ତେ କିଛି ସାହାୟ୍ଯ ପାଇବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ତୁମ୍ଭେ ଏହି ଛେଚାନଳର ଯଷ୍ଟି ରୂପ ମିସର ଉପରେ ନିର୍ଭର କରୁଅଛ; ମାତ୍ର କେହି ତହିଁ ଉପରେ ଆଉଜିଲେ, ତାହା ତାହାର ହାତରେ ପଶି ଫୋଡ଼ି ପକାଇବ; ଯେଉଁମାନେ ମିସ୍ରୀୟ ରାଜା ଫାରୋ ଉପରେ ନିର୍ଭର ରଖନ୍ତି, ସେସମସ୍ତଙ୍କ ପ୍ରତି ସେ ତ ଏହି ପ୍ରକାର ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ କ’ଣ ଭଗ୍ନ ଯଷ୍ଟି ସଦୃଶ ମିଶର ଉପରେ ନିର୍ଭର କରୁଛ? ତାହା ଯଦି କରୁଥାଅ ତେବେ ସେ ହାତରେ ଫୋଡ଼ି ହୋଇଯାଇ କଣା କରିଦେବ। ମିଶରର ରାଜା ଫାରୋ ଉପରେ ଯେଉଁମାନେ ବିଶ୍ୱାସ ରଖନ୍ତି, ସେମାନେ ସମସ୍ତେ କିଛି ସାହାଯ୍ୟ ପାଇବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ତୁମ୍ଭେ ଏହି ଛେଚାନଳର ଯଷ୍ଟି ରୂପ ମିସର ଉପରେ ନିର୍ଭର କରୁଅଛ; ମାତ୍ର କେହି ତହିଁ ଉପରେ ଆଉଜିଲେ, ତାହା ତାହାର ହାତରେ ପଶି ଫୋଡ଼ି ପକାଇବ; ଯେଉଁମାନେ ମିସରୀୟ ରାଜା ଫାରୋ ଉପରେ ନିର୍ଭର ରଖନ୍ତି, ସେସମସ୍ତଙ୍କ ପ୍ରତି ସେ ତ ଏହି ପ୍ରକାର।
Odia IRV 2017 (ଓଡିଆ ବାଇବେଲ)
ଦେଖ, ତୁମ୍ଭେ ଏହି ଛେଚାନଳର ଯଷ୍ଟି ରୂପ ମିସର ଉପରେ ନିର୍ଭର କରୁଅଛ; ମାତ୍ର କେହି ତହିଁ ଉପରେ ଆଉଜିଲେ, ତାହା ତାହାର ହାତରେ ପଶି ଫୋଡ଼ି ପକାଇବ; ଯେଉଁମାନେ ମିସ୍ରୀୟ ରାଜା ଫାରୋ ଉପରେ ନିର୍ଭର ରଖନ୍ତି, ସେସମସ୍ତଙ୍କ ପ୍ରତି ସେ ତ ଏହି ପ୍ରକାର।