Isaiah 36:7 — Compare Translations
5 translations compared side by side
Odia - 1840
"ମାତ୍ର ତୁମ୍ଭେ ମାେତେ କହିପାର, ଆମ୍ଭମାନେେ ସଦାପ୍ରଭୁ ଆମର ପରମେଶ୍ବରଙ୍କ ଉପ ରେ ବିଶ୍ବାସ କରୁଅଛୁ।' ମାତ୍ର ମୁଁ ଜାଣେ ହିଜକିଯ ସଦାପ୍ରଭୁଙ୍କ ପୂଜାସ୍ଥଳୀ ୟଜ୍ଞବଦେୀ ଓ ଉଚ୍ଚସ୍ଥଳୀ ଧ୍ବଂସ କରି ଦଇେଛି। ଆଉ ଯିହୁଦା ଓ ୟିରୁଶାଲମର ଲୋକମାନଙ୍କୁ କବଳେ ୟିରୁଶାଲମର ୟଜ୍ଞବଦେୀ ନିକଟରେ ପୂଜା କରିବାକୁ କହିଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯେବେ ତୁମ୍ଭେ ମୋତେ କୁହ, ଆମ୍ଭେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ଵରଙ୍କ ଉପରେ ନିର୍ଭର ରଖୁଅଛୁ; ତେବେ ହିଜକୀୟ ଯାହାଙ୍କ ଉଚ୍ଚସ୍ଥଳୀ ଓ ଯାହାଙ୍କ ଯଜ୍ଞବେଦିସବୁ ଦୂର କରି ଦେଇଅଛି, ଆଉ ଯିହୁଦାକୁ ଓ ଯିରୂଶାଲମକୁ କହିଅଛି, ତୁମ୍ଭେମାନେ ଏହି ଯଜ୍ଞବେଦି ସମ୍ମୁଖରେ ପ୍ରଣାମ କରିବ, ସେ କʼଣ ସେହି ନୁହନ୍ତି?
Odia Bible ERV 2004 (ପବିତ୍ର ବାଇବଲ)
“‘ମାତ୍ର ତୁମ୍ଭେ ମୋତେ କହିପାର, “ଆମ୍ଭେମାନେ ସଦାପ୍ରଭୁ ଆମର ପରମେଶ୍ୱରଙ୍କ ଉପରେ ବିଶ୍ୱାସ କରୁଅଛୁ।” ମାତ୍ର ମୁଁ ଜାଣେ ହିଜକିୟ ସଦାପ୍ରଭୁଙ୍କ ପୂଜାସ୍ଥଳୀ ଯଜ୍ଞବେଦି ଓ ଉଚ୍ଚସ୍ଥଳୀ ଧ୍ୱଂସ କରି ଦେଇଛି। “ଆଉ ଯିହୁଦା ଓ ଯିରୁଶାଲମର ଲୋକମାନଙ୍କୁ କେବଳ ଯିରୁଶାଲମର ଯଜ୍ଞବେଦି ନିକଟରେ ପୂଜା କରିବାକୁ କହିଅଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯଦି ତୁମ୍ଭେ ମୋତେ କୁହ, ଆମ୍ଭେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ଉପରେ ନିର୍ଭର ରଖୁଅଛୁ; ତେବେ ହିଜକୀୟ ଯାହାଙ୍କ ଉଚ୍ଚସ୍ଥଳୀ ଓ ଯାହାଙ୍କ ଯଜ୍ଞବେଦିସବୁ ଦୂର କରିଦେଇଅଛି, ଆଉ ଯିହୁଦାକୁ ଓ ଯିରୂଶାଲମକୁ କହିଅଛି, ତୁମ୍ଭେମାନେ ଏହି ଯଜ୍ଞବେଦି ସମ୍ମୁଖରେ ପ୍ରଣାମ କରିବ, ସେ କʼଣ ସେହି ନୁହନ୍ତି?
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଯଦି ତୁମ୍ଭେ ମୋତେ କୁହ, “ଆମ୍ଭେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ଉପରେ ନିର୍ଭର ରଖୁଅଛୁ; ତେବେ ହିଜକୀୟ ଯାହାଙ୍କ ଉଚ୍ଚସ୍ଥଳୀ ଓ ଯାହାଙ୍କ ଯଜ୍ଞବେଦିସବୁ ଦୂର କରି ଦେଇଅଛି, ଆଉ ଯିହୁଦାକୁ ଓ ଯିରୂଶାଲମକୁ କହିଅଛି, ତୁମ୍ଭେମାନେ ଏହି ଯଜ୍ଞବେଦି ସମ୍ମୁଖରେ ପ୍ରଣାମ କରିବ, ସେ କ’ଣ ସେହି ନୁହନ୍ତି?”