Isaiah 36:8 — Compare Translations

5 translations compared side by side

Odia - 1840
"ଏହା ସତ୍ତ୍ବେ, ଯଦି ତୁମ୍ଭେ ୟୁଦ୍ଧ କରିବାକୁ ଚାହୁଁଛ, ଅଶୂରର ରାଜାଙ୍କ ସହିତ ସମ୍ପର୍କ କର, ସମାନଙ୍କେ ପାଇଁ ଯଦି ଅଶ୍ବ ଆରୋହଣକାରୀମାନଙ୍କୁ ଖାଜେି ପାରିବ, ତବେେ ମୁଁ ତୁମ୍ଭଙ୍କୁ 200 ଅଶ୍ବ ଦବେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ମୁଁ ବିନୟ କରୁଅଛି, ମୋʼ ପ୍ରଭୁ ଅଶୂରର ରାଜାଙ୍କ ସଙ୍ଗେ ପଣ କର, ମୁଁ ତୁମ୍ଭକୁ ଦୁଇ ହଜାର ଅଶ୍ଵ ଦେବି, ଯେବେ ତୁମ୍ଭେ ପାର, ତେବେ ସେମାନଙ୍କ ଉପରେ ଚଢ଼ିବା ପାଇଁ ତୁମ୍ଭ ଆଡ଼ୁ ଲୋକ ଆଣ ।
Odia Bible ERV 2004 (ପବିତ୍ର ବାଇବଲ)
“‘ଏହା ସତ୍ତ୍ୱେ, ଯଦି ତୁମ୍ଭେ ଯୁଦ୍ଧ କରିବାକୁ ଗ୍ଭହୁଁଛ, ଅଶୂରର ରାଜାଙ୍କ ସହିତ ସମ୍ପର୍କ କର, ସେମାନଙ୍କ ପାଇଁ ଯଦି ଅଶ୍ୱ ଆରୋହଣକାରୀମାନଙ୍କୁ ଖୋଜି ପାରିବ, ତେବେ ମୁଁ ତୁମ୍ଭଙ୍କୁ 200 ଅଶ୍ୱ ଦେବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ମୁଁ ବିନୟ କରୁଅଛି, ମୋʼ ପ୍ରଭୁ ଅଶୂରର ରାଜାଙ୍କ ସଙ୍ଗେ ପଣ କର, ମୁଁ ତୁମ୍ଭକୁ ଦୁଇ ହଜାର ଅଶ୍ୱ ଦେବି, ଯଦି ତୁମ୍ଭେ ପାର, ତେବେ ସେମାନଙ୍କ ଉପରେ ଚଢ଼ିବା ପାଇଁ ତୁମ୍ଭ ଆଡ଼ୁ ଲୋକ ଆଣ।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ମୁଁ ବିନୟ କରୁଅଛି, ମୋ’ ପ୍ରଭୁ ଅଶୂରର ରାଜାଙ୍କ ସଙ୍ଗେ ପଣ କର, ମୁଁ ତୁମ୍ଭକୁ ଦୁଇ ହଜାର ଅଶ୍ୱ ଦେବି, ଯଦି ତୁମ୍ଭେ ପାର, ତେବେ ସେମାନଙ୍କ ଉପରେ ଚଢ଼ିବା ପାଇଁ ତୁମ୍ଭ ଆଡ଼ୁ ଲୋକ ଆଣ।