Isaiah 36:9 — Compare Translations
5 translations compared side by side
Odia - 1840
"ମାତ୍ର ତୁମ୍ଭେ ମାରେ ପ୍ରଭୁଙ୍କ ଦାସମାନଙ୍କ ମଧ୍ଯରୁ କ୍ଷୁଦ୍ରତମ ସନୋପତିଙ୍କୁ ମଧ୍ଯ ପରାସ୍ତ କରିପାରିବ ନାହିଁ। ତବେେ ତୁମ୍ଭେ କିପରି ମିଶରର ଅଶ୍ବାରୋହୀ ଓ ରଥ ଉପ ରେ ବିଶ୍ବାସ ରଖୁଛ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ କିରୂପେ ତୁମ୍ଭେ ମୋʼ ପ୍ରଭୁଙ୍କ ଦାସମାନଙ୍କ ମଧ୍ୟରୁ ଏକ କ୍ଷୁଦ୍ରତମ ସେନାପତିକି ବିମୁଖ କରି ପାରିବ, ଆଉ ରଥ ଓ ଅଶ୍ଵାରୋହୀ ନିମନ୍ତେ ମିସର ଉପରେ ବିଶ୍ଵାସ କରିବ?
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ତୁମ୍ଭେ ମୋର ପ୍ରଭୁଙ୍କ ଦାସମାନଙ୍କ ମଧ୍ୟରୁ କ୍ଷୁଦ୍ରତମ ସେନାପତିଙ୍କୁ ମଧ୍ୟ ପରାସ୍ତ କରି ପାରିବ ନାହିଁ। ତେବେ ତୁମ୍ଭେ କିପରି ମିଶରର ଅଶ୍ୱାରୋହୀ ଓ ରଥ ଉପରେ ବିଶ୍ୱାସ ରଖୁଛ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ କିପରି ତୁମ୍ଭେ ମୋʼ ପ୍ରଭୁଙ୍କ ଦାସମାନଙ୍କ ମଧ୍ୟରୁ ଏକ କ୍ଷୁଦ୍ରତମ ସେନାପତିକୁ ବିମୁଖ କରି ପାରିବ, ଆଉ ରଥ ଓ ଅଶ୍ୱାରୋହୀ ନିମନ୍ତେ ମିସର ଉପରେ ବିଶ୍ୱାସ କରିବ?
Odia IRV 2017 (ଓଡିଆ ବାଇବେଲ)
ତେବେ କିପରି ତୁମ୍ଭେ ମୋ’ ପ୍ରଭୁଙ୍କ ଦାସମାନଙ୍କ ମଧ୍ୟରୁ ଏକ କ୍ଷୁଦ୍ରତମ ସେନାପତିକୁ ବିମୁଖ କରି ପାରିବ, ଆଉ ରଥ ଓ ଅଶ୍ୱାରୋହୀ ନିମନ୍ତେ ମିସର ଉପରେ ବିଶ୍ୱାସ କରିବ?