Isaiah 37:1 — Compare Translations
5 translations compared side by side
Odia - 1840
"ରାଜା ହିଜକିଯ ସେ ସମସ୍ତ ଶୁଣିଲା ପ ରେ ନିଜର ବସ୍ତ୍ର ଚିରି ଓ ଅଖା ଘୋଡ଼ି ହାଇେ ସଦାପ୍ରଭୁଙ୍କ ମନ୍ଦିରକୁ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ହିଜକୀୟ ରାଜା ତାହା ଶୁଣନ୍ତେ, ଆପଣା ବସ୍ତ୍ର ଚିରି ଓ ଅଖା ଘୋଡ଼ାଇହୋଇ ସଦାପ୍ରଭୁଙ୍କ ଗୃହକୁ ଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ହିଜକିୟଙ୍କର ପରମେଶ୍ୱରଙ୍କୁ ସାହାଯ୍ୟ ଭିକ୍ଷା ରାଜା ହିଜକିୟ ସେ ସମସ୍ତ ଶୁଣିଲା ପରେ ନିଜର ବସ୍ତ୍ର ଚିରି ଓ ଅଖା ଘୋଡ଼ି ହୋଇ ସଦାପ୍ରଭୁଙ୍କ ମନ୍ଦିରକୁ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ହିଜକୀୟ ରାଜା ତାହା ଶୁଣନ୍ତେ, ଆପଣା ବସ୍ତ୍ର ଚିରି ଓ ଅଖା ଘୋଡ଼ାଇ ହୋଇ ସଦାପ୍ରଭୁଙ୍କ ଗୃହକୁ ଗଲା।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ହିଜକୀୟ ରାଜା ତାହା ଶୁଣନ୍ତେ, ଆପଣା ବସ୍ତ୍ର ଚିରି ଓ ଅଖା ଘୋଡ଼ାଇ ହୋଇ ସଦାପ୍ରଭୁଙ୍କ ଗୃହକୁ ଗଲା।