Isaiah 37:10 — Compare Translations

5 translations compared side by side

Odia - 1840
"ହିଜକିଯକୁ ଏହିକଥା କହିବାପାଇଁ ସେ ଦୂତଗଣ ପଠାଇଛନ୍ତି,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଯିହୁଦାର ରାଜା ହିଜକୀୟକୁ ଏହି କଥା କହିବ, ଯିରୂଶାଲମ ଅଶୂରୀୟ ରାଜାର ହସ୍ତଗତ ନୋହିବ, ଏହି କଥା କହି ତୁମ୍ଭର ବିଶ୍ଵାସ-ଭୂମି ପରମେଶ୍ଵର ତୁମ୍ଭକୁ ନ ଭୁଲାଉନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ହିଜକିୟକୁ ଏହିକଥା କହିବା ପାଇଁ ସେ ଦୂତଗଣ ପଠାଇଛନ୍ତି, “ଯିରୁଶାଲମ ଅଶୂରୀୟ ରାଜାଙ୍କର ହସ୍ତଗତ ହେବ ନାହିଁ। ‘ଏହିକଥା କହି ତୁମ୍ଭ ବିଶ୍ୱାସଭୂମି ପରମେଶ୍ୱର ତୁମ୍ଭକୁ ଯେପରି ନ ଭୁଲାନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ତୁମ୍ଭେମାନେ ଯିହୁଦାର ରାଜା ହିଜକୀୟକୁ ଏହି କଥା କହିବ, ‘ଯିରୂଶାଲମ ଅଶୂରୀୟ ରାଜାର ହସ୍ତଗତ ହେବ ନାହିଁ, ଏହି କଥା କହି ତୁମ୍ଭର ବିଶ୍ୱାସଭୂମି ପରମେଶ୍ୱର ତୁମ୍ଭକୁ ନ ଭୁଲାଉନ୍ତୁ।
Odia IRV 2017 (ଓଡିଆ ବାଇବେଲ)
“ତୁମ୍ଭେମାନେ ଯିହୁଦାର ରାଜା ହିଜକୀୟକୁ ଏହି କଥା କହିବ, ଯିରୂଶାଲମ ଅଶୂରୀୟ ରାଜାର ହସ୍ତଗତ ହେବ ନାହିଁ, ଏହି କଥା କହି ତୁମ୍ଭର ବିଶ୍ୱାସ-ଭୂମି ପରମେଶ୍ୱର ତୁମ୍ଭକୁ ନ ଭୁଲାଉନ୍ତୁ।”