Isaiah 37:11 — Compare Translations

5 translations compared side by side

Odia - 1840
"ଦେଖ, ଅଶୂରୀଯ ରାଜାମାନେ ଯେପରି ଭାବରେ ସମସ୍ତ ଦେଶକୁ ସମ୍ପୂର୍ଣ୍ଣ ଭାବରେ ଧ୍ବସ୍ତ ବିଧ୍ବସ୍ତ କରିଛନ୍ତି, ତାହା ତୁମ୍ଭମାନେେ ଶୁଣିଅଛ। ଆଉ ତୁମ୍ଭମାନେେ କ'ଣ ଉଦ୍ଧାର ପାଇବ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ଅଶୂରୀୟ ରାଜାମାନେ ନିଃଶେଷ ରୂପେ ବିନାଶ କରିବା ଦ୍ଵାରା ସମୁଦାୟ ଦେଶ ପ୍ରତି ଯାହା କରିଅଛନ୍ତି, ତାହା ତୁମ୍ଭେ ଶୁଣିଅଛ; ଆଉ, ତୁମ୍ଭେ କʼଣ ଉଦ୍ଧାର ପାଇବ?
Odia Bible ERV 2004 (ପବିତ୍ର ବାଇବଲ)
ଦେଖ, ଅଶୂରୀୟ ରାଜାମାନେ ଯେପରି ଭାବରେ ସମସ୍ତ ଦେଶକୁ ସମ୍ପୂର୍ଣ୍ଣ ଭାବରେ ଧ୍ୱସ୍ତ ବିଧ୍ୱସ୍ତ କରିଛନ୍ତି, ତାହା ତୁମ୍ଭେମାନେ ଶୁଣିଅଛ। ଆଉ ତୁମ୍ଭେମାନେ କ’ଣ ଉଦ୍ଧାର ପାଇବ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ଅଶୂରୀୟ ରାଜାମାନେ ନିଃଶେଷ ରୂପେ ବିନାଶ କରିବା ଦ୍ୱାରା ସମୁଦାୟ ଦେଶ ପ୍ରତି ଯାହା କରିଅଛନ୍ତି, ତାହା ତୁମ୍ଭେ ଶୁଣିଅଛ; ଆଉ, ତୁମ୍ଭେ କʼଣ ଉଦ୍ଧାର ପାଇବ?
Odia IRV 2017 (ଓଡିଆ ବାଇବେଲ)
ଦେଖ, ଅଶୂରୀୟ ରାଜାମାନେ ନିଃଶେଷ ରୂପେ ବିନାଶ କରିବା ଦ୍ୱାରା ସମୁଦାୟ ଦେଶ ପ୍ରତି ଯାହା କରିଅଛନ୍ତି, ତାହା ତୁମ୍ଭେ ଶୁଣିଅଛ; ଆଉ, ତୁମ୍ଭେ କ’ଣ ଉଦ୍ଧାର ପାଇବ?