Isaiah 37:12 — Compare Translations

5 translations compared side by side

Odia - 1840
"ମାରେ ପୂର୍ବପୁରୁଷଗଣ ଯେଉଁ ଗୋଶନ, ହାରୋଣ ଓ ରେତ୍ଶଫ୍ ଦେଶୀଯମାନଙ୍କୁ ଏବଂ ତଳଃସର ନିବାସୀ ଏଦନ-ସନ୍ତାନମାନଙ୍କୁ ବିନାଶ କଲେ, ସମାନଙ୍କେର ଦବେତାମାନେ କ'ଣ ସମାନଙ୍କେୁ ଉଦ୍ଧାର କଲେ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋʼ ପିତୃଲୋକମାନେ ଯେଉଁ ଗୋଶନ ଓ ହାରୋଣ ଓ ରେତ୍ସଫ ଦେଶୀୟମାନଙ୍କୁ ଓ ତଳଃସର ନିବାସୀ ଏଦନ-ସନ୍ତାନମାନଙ୍କୁ ବିନାଶ କଲେ, ସେମାନଙ୍କର ଦେବତାମାନେ କʼଣ ସେମାନଙ୍କୁ ଉଦ୍ଧାର କଲେ?
Odia Bible ERV 2004 (ପବିତ୍ର ବାଇବଲ)
ମୋର ପୂର୍ବପୁରୁଷଗଣ ଯେଉଁ ଗୋଶନ, ହାରୋଣ ଓ ରେ‌‌‌ତ୍‌‌‌ଶଫ୍ ଦେଶୀୟମାନଙ୍କୁ ଏବଂ ତଳଃସର ନିବାସୀ ଏଦନ-ସନ୍ତାନମାନଙ୍କୁ ବିନାଶ କଲେ, ସେମାନଙ୍କର ଦେବତାମାନେ କ’ଣ ସେମାନଙ୍କୁ ଉଦ୍ଧାର କଲେ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋʼ ପିତୃଲୋକମାନେ ଯେଉଁ ଗୋଶନ, ହାରଣ, ରେତ୍ସଫ ଦେଶୀୟମାନଙ୍କୁ ଓ ତଳଃସର ନିବାସୀ ଏଦନ ସନ୍ତାନମାନଙ୍କୁ ବିନାଶ କଲେ, ସେମାନଙ୍କର ଦେବତାମାନେ କʼଣ ସେମାନଙ୍କୁ ଉଦ୍ଧାର କଲେ?
Odia IRV 2017 (ଓଡିଆ ବାଇବେଲ)
ମୋ’ ପିତୃଲୋକମାନେ ଯେଉଁ ଗୋଶନ, ହାରଣ, ରେତ୍‍ସଫ ଦେଶୀୟମାନଙ୍କୁ ଓ ତଳଃସର ନିବାସୀ ଏଦନ ସନ୍ତାନମାନଙ୍କୁ ବିନାଶ କଲେ, ସେମାନଙ୍କର ଦେବତାମାନେ କ’ଣ ସେମାନଙ୍କୁ ଉଦ୍ଧାର କଲେ?