Isaiah 37:13 — Compare Translations
5 translations compared side by side
Odia - 1840
"ହମାତ, ଅର୍ପଦ, ସଫର୍ବଯିମ ନଗର, ହନୋ ଓ ଅବ୍ବା ରାଜା କାହାଁନ୍ତି? ସମାନେେ ସମସ୍ତେ ବିନାଶ ହାଇେଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହମାତର ରାଜା ଓ ଅର୍ପଦର ରାଜା ଓ ସଫର୍ବୟିମ ନଗରର, ହେନାର ଓ ଅବ୍ବାର ରାଜା କାହାନ୍ତି?
Odia Bible ERV 2004 (ପବିତ୍ର ବାଇବଲ)
ହମାତ, ଅର୍ପଦ, ସଫର୍ବୟିମ ନଗର, ହେନା ଓ ଅବ୍ବା ରାଜା କାହାନ୍ତି? ସେମାନେ ସମସ୍ତେ ବିନାଶ ହୋଇଛନ୍ତି।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହମାତର ରାଜା, ଅର୍ପଦର ରାଜା, ସଫର୍ବୟିମ ନଗରର, ହେନାର ଓ ଅବ୍ବାର ରାଜା କାହାନ୍ତି?’”
Odia IRV 2017 (ଓଡିଆ ବାଇବେଲ)
ହମାତର ରାଜା, ଅର୍ପଦର ରାଜା, ସଫର୍ବୟିମ ନଗରର, ହେନାର ଓ ଅବ୍ବାର ରାଜା କାହାନ୍ତି?