Isaiah 37:14 — Compare Translations
5 translations compared side by side
Odia - 1840
"ହିଜକିଯ ଦୂତଙ୍କଠାରୁ ଏକ ଲଖାେ ନେଲେ ଓ ପାଠ କଲେ। ତା'ପ ରେ ସେ ସଦାପ୍ରଭୁଙ୍କ ମନ୍ଦିରକୁ ୟାଇ ପ୍ରାର୍ଥନା କରି କହିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ହିଜକୀୟ ଦୂତଗଣର ହସ୍ତରୁ ପତ୍ର ଗ୍ରହଣ କରି ତାହା ପାଠ କଲା; ଆଉ, ହିଜକୀୟ ସଦାପ୍ରଭୁଙ୍କ ଗୃହକୁ ଯାଇ ସଦାପ୍ରଭୁଙ୍କ ସମ୍ମୁଖରେ ତାହା ମେଲାଇଲା ।
Odia Bible ERV 2004 (ପବିତ୍ର ବାଇବଲ)
ହିଜକିୟ ପରମେଶ୍ୱରଙ୍କୁ ପ୍ରାର୍ଥନା କଲେ ହିଜକିୟ ଦୂତଙ୍କଠାରୁ ଏକ ଲେଖା ନେଲେ ଓ ପାଠ କଲେ। ତା’ପରେ ସେ ସଦାପ୍ରଭୁଙ୍କ ମନ୍ଦିରକୁ ଯାଇ ପ୍ରାର୍ଥନା କରି କହିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ହିଜକୀୟ ଦୂତଗଣର ହସ୍ତରୁ ପତ୍ର ଗ୍ରହଣ କରି ତାହା ପାଠ କଲା; ଆଉ, ହିଜକୀୟ ସଦାପ୍ରଭୁଙ୍କ ଗୃହକୁ ଯାଇ ସଦାପ୍ରଭୁଙ୍କ ସମ୍ମୁଖରେ ତାହା ମେଲାଇଲା।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ହିଜକୀୟ ଦୂତଗଣର ହସ୍ତରୁ ପତ୍ର ଗ୍ରହଣ କରି ତାହା ପାଠ କଲା; ଆଉ, ହିଜକୀୟ ସଦାପ୍ରଭୁଙ୍କ ଗୃହକୁ ଯାଇ ସଦାପ୍ରଭୁଙ୍କ ସମ୍ମୁଖରେ ତାହା ମେଲାଇଲା।