Isaiah 37:16 — Compare Translations

5 translations compared side by side

Odia - 1840
" ହେ ସର୍ବଶକ୍ତିମାନ ସଦାପ୍ରଭୁ, ଇଶ୍ରାୟେଲର ପରମେଶ୍ବର ଯେ କି କିରୂବଗଣ ଉପ ରେ ଉପବିଷ୍ଟା ତୁମ୍ଭେ କବଳେ ପୃଥିବୀସ୍ଥ ସମୁଦାଯ ରାଜ୍ଯର ପରମେଶ୍ବର ଅଟ। ତୁମ୍ଭେ ଏହି ସ୍ବର୍ଗ ଓ ପୃଥିବୀ ନିର୍ମାଣ କରିଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ କିରୂବଗଣ ଉପରେ ଉପବିଷ୍ଟ ସୈନ୍ୟାଧିପତି ସଦାପ୍ରଭୋ, ଇସ୍ରାଏଲର ପରମେଶ୍ଵର, ତୁମ୍ଭେ, କେବଳ ତୁମ୍ଭେ ପୃଥିବୀସ୍ଥ ସମୁଦାୟ ରାଜ୍ୟର ପରମେଶ୍ଵର ଅଟ; ତୁମ୍ଭେ ସ୍ଵର୍ଗ ଓ ପୃଥିବୀ ନିର୍ମାଣ କରିଅଛ ।
Odia Bible ERV 2004 (ପବିତ୍ର ବାଇବଲ)
“ହେ ସର୍ବଶକ୍ତିମାନ ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର ଯେ କି କିରୂବଗଣ ଉପରେ ଉପବିଷ୍ଟା ତୁମ୍ଭେ କେବଳ ପୃଥିବୀସ୍ଥ ସମୁଦାୟ ରାଜ୍ୟର ପରମେଶ୍ୱର ଅଟ। ତୁମ୍ଭେ ଏହି ସ୍ୱର୍ଗ ଓ ପୃଥିବୀ ନିର୍ମାଣ କରିଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ହେ କିରୂବଗଣ ଉପରେ ଉପବିଷ୍ଟ ସୈନ୍ୟାଧିପତି ସଦାପ୍ରଭୋ, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ, କେବଳ ତୁମ୍ଭେ ପୃଥିବୀସ୍ଥ ସମୁଦାୟ ରାଜ୍ୟର ପରମେଶ୍ୱର ଅଟ; ତୁମ୍ଭେ ସ୍ୱର୍ଗ ଓ ପୃଥିବୀ ନିର୍ମାଣ କରିଅଛ।
Odia IRV 2017 (ଓଡିଆ ବାଇବେଲ)
“ହେ କିରୂବଗଣ ଉପରେ ଉପବିଷ୍ଟ ସୈନ୍ୟାଧିପତି ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ, କେବଳ ତୁମ୍ଭେ ପୃଥିବୀସ୍ଥ ସମୁଦାୟ ରାଜ୍ୟର ପରମେଶ୍ୱର ଅଟ; ତୁମ୍ଭେ ସ୍ୱର୍ଗ ଓ ପୃଥିବୀ ନିର୍ମାଣ କରିଅଛ।