Isaiah 37:17 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ ଦୟାକରି କର୍ଣ୍ଣ ଦଇେ ଶୁଣ, ହେ ସଦାପ୍ରଭୁ, ଚକ୍ଷୁ ଖାଲିେ ଦେଖ। ପୁଣି ଜୀବନ୍ତ ପରମେଶ୍ବରଙ୍କୁ ଧିକ୍କାର କରିବା ପାଇଁ ସନ୍ ହରେୀବ ଯାହା କିଛି ପଠାଇଛି, ତାହାର ସହେି ସବୁକଥା ଶୁଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ଆପଣା କର୍ଣ୍ଣ ଡେରି ଶୁଣନ୍ତ ହେ ସଦାପ୍ରଭୋ, ଆପଣା ଚକ୍ଷୁ ଫିଟାଇ ଦେଖ; ପୁଣି, ଜୀବିତ ପରମେଶ୍ଵରଙ୍କୁ ଧିକ୍କାର କରିବା ପାଇଁ ସନ୍ହେରୀବ୍ ଯାହା କହି ପଠାଇଅଛି, ତାହାର ସେହିସବୁ କଥା ଶୁଣ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ ଦୟାକରି କର୍ଣ୍ଣ ଦେଇ ଶୁଣ, ହେ ସଦାପ୍ରଭୁ, ଚକ୍ଷୁ ଖୋଲି ଦେଖ। ପୁଣି ଜୀବନ୍ତ ପରମେଶ୍ୱରଙ୍କୁ ଧି‌କ୍‌କାର କରିବା ପାଇଁ ସ‌‌‌ନ୍‌‌‌ହେରୀବ ଯାହାକିଛି ପଠାଇଛି, ତାହାର ସେହିସବୁ କଥା ଶୁଣ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ଆପଣା କର୍ଣ୍ଣ ଡେରି ଶୁଣ; ହେ ସଦାପ୍ରଭୋ, ଆପଣା ଚକ୍ଷୁ ଫିଟାଇ ଦେଖ; ପୁଣି, ଜୀବିତ ପରମେଶ୍ୱରଙ୍କୁ ଧିକ୍କାର କରିବା ପାଇଁ ସନ୍‍‌‌ହେରୀବ ଯାହା କହି ପଠାଇଅଛି, ତାହାର ସେହି ସବୁ କଥା ଶୁଣ।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ଆପଣା କର୍ଣ୍ଣ ଡେରି ଶୁଣ; ହେ ସଦାପ୍ରଭୁ, ଆପଣା ଚକ୍ଷୁ ଫିଟାଇ ଦେଖ; ପୁଣି, ଜୀବିତ ପରମେଶ୍ୱରଙ୍କୁ ଧିକ୍‍କାର କରିବା ପାଇଁ ସନ୍‍‌‌ହେରୀବ ଯାହା କହି ପଠାଇଅଛି, ତାହାର ସେହିସବୁ କଥା ଶୁଣ।