Isaiah 37:18 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ, ଏହା ସତ୍ଯ ଯେ ଅଶୂରୀଯ ରାଜାମାନେ ସମସ୍ତ ଦେଶକୁ ଏବଂ ସମାନଙ୍କେ ଭୂମିକୁ ଧ୍ବଂସ କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ଅଶୂରୀୟ ରାଜାମାନେ ସର୍ବଦେଶୀୟ ଲୋକମାନଙ୍କୁ ଓ ସେମାନଙ୍କର ଦେଶକୁ ଉଚ୍ଛିନ୍ନ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ଏହା ସତ୍ୟ ଯେ ଅଶୂରୀୟ ରାଜାମାନେ ସମସ୍ତ ଦେଶକୁ ଏବଂ ସେମାନଙ୍କ ଭୂମିକୁ ଧ୍ୱଂସ କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ଅଶୂରୀୟ ରାଜାମାନେ ସର୍ବଦେଶୀୟ ଲୋକମାନଙ୍କୁ, ସେମାନଙ୍କର ଦେଶକୁ ଉଚ୍ଛିନ୍ନ କରିଅଛନ୍ତି
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ଅଶୂରୀୟ ରାଜାମାନେ ସର୍ବଦେଶୀୟ ଲୋକମାନଙ୍କୁ, ସେମାନଙ୍କର ଦେଶକୁ ଉଚ୍ଛିନ୍ନ କରିଅଛନ୍ତି