Isaiah 37:19 — Compare Translations
5 translations compared side by side
Odia - 1840
"ଆଉ ମଧ୍ଯ ସମାନେେ ସହେି ଦେଶର ଦବେତାମାନଙ୍କୁ ଅଗ୍ନି ରେ ନିକ୍ଷପେ କରିଛନ୍ତି। କାରଣ ସମାନେେ ପ୍ରକୃତ ଦବେତା ନୁହଁନ୍ତି। ମନୁଷ୍ଯ ହସ୍ତ ନିର୍ମିତ କାଷ୍ଠ ଓ ପାଷାଣ ପ୍ରତିମା। ତେଣୁ ସମାନେେ ସଗେୁଡ଼ିକୁ ବିନାଶ କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଓ ସେମାନଙ୍କର ଦେବତାଗଣକୁ ଅଗ୍ନିରେ ନିକ୍ଷେପ କରିଅଛନ୍ତି, ଏହା ସତ୍ୟ; କାରଣ ସେମାନେ ପରମେଶ୍ଵର ନୁହନ୍ତି, ମନୁଷ୍ୟର ହସ୍ତକୃତ କର୍ମ, କାଷ୍ଠ ଓ ପ୍ରସ୍ତର ମାତ୍ର; ଏହେତୁ ସେମାନେ ସେମାନଙ୍କୁ ବିନାଶ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ମଧ୍ୟ ସେମାନେ ସେହି ଦେଶର ଦେବତାମାନଙ୍କୁ ଅଗ୍ନିରେ ନିକ୍ଷେପ କରିଛନ୍ତି। କାରଣ ସେମାନେ ପ୍ରକୃତ ଦେବତା ନୁହନ୍ତି। ମନୁଷ୍ୟ ହସ୍ତ ନିର୍ମିତ କାଷ୍ଠ ଓ ପାଷାଣ ପ୍ରତିମା। ତେଣୁ ସେମାନେ ସେଗୁଡ଼ିକୁ ବିନାଶ କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଓ ସେମାନଙ୍କର ଦେବତାଗଣକୁ ଅଗ୍ନିରେ ନିକ୍ଷେପ କରିଅଛନ୍ତି, ଏହା ସତ୍ୟ; କାରଣ ସେମାନେ ପରମେଶ୍ୱର ନୁହନ୍ତି, ମନୁଷ୍ୟର ହସ୍ତକୃତ କର୍ମ, କାଷ୍ଠ ଓ ପ୍ରସ୍ତର ମାତ୍ର; ଏହେତୁ ସେମାନେ ସେମାନଙ୍କୁ ବିନାଶ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଓ ସେମାନଙ୍କର ଦେବତାଗଣକୁ ଅଗ୍ନିରେ ନିକ୍ଷେପ କରିଅଛନ୍ତି, ଏହା ସତ୍ୟ; କାରଣ ସେମାନେ ପରମେଶ୍ୱର ନୁହନ୍ତି, ମନୁଷ୍ୟର ହସ୍ତକୃତ କର୍ମ, କାଷ୍ଠ ଓ ପ୍ରସ୍ତର ମାତ୍ର; ଏହେତୁ ସେମାନେ ସେମାନଙ୍କୁ ବିନାଶ କରିଅଛନ୍ତି।