Isaiah 37:2 — Compare Translations

5 translations compared side by side

Odia - 1840
"ପୁଣି ହିଜକିଯ ରାଜା ଗୃହାଧ୍ଯକ୍ଷ ଇଲିଯାକିମ୍, ଲେଖକ ଗିବ୍ ନ ଓ ଯାଜକମାନଙ୍କର ପ୍ରାଚୀନବର୍ଗଙ୍କୁ ଅଖ ପିନ୍ଧାଇ ଆମାେସଙ୍କ ପୁତ୍ର ଭବିଷ୍ଯତବକ୍ତା ଯିଶାଇୟଙ୍କ ନିକଟକୁ ପଠାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ରାଜଗୃହାଧ୍ୟକ୍ଷ ଇଲୀୟାକୀମ୍କୁ ଓ ଶୀବ୍ନ ଲେଖକକୁ ଓ ଯାଜକମାନଙ୍କର ପ୍ରାଚୀନବର୍ଗଙ୍କୁ ଅଖା ଘୋଡ଼ାଇ ଆମୋସଙ୍କ ପୁତ୍ର ଯିଶାଇୟ ଭବିଷ୍ୟଦ୍ବକ୍ତାଙ୍କ ନିକଟକୁ ପଠାଇଲା ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ହିଜକିୟ ରାଜା ଗୃହାଧ୍ୟକ୍ଷ ଇଲିୟାକୀମ୍, ଲେଖକ ଗି‌‌‌ବ୍‌‌‌ନ ଓ ଯାଜକମାନଙ୍କର ପ୍ରାଚୀନବର୍ଗଙ୍କୁ ଅଖା ପିନ୍ଧାଇ ଆମୋସଙ୍କ ପୁତ୍ର ଭବିଷ୍ୟ‌ଦ୍‌ବକ୍ତା ଯିଶାଇୟଙ୍କ ନିକଟକୁ ପଠାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ରାଜଗୃହାଧ୍ୟକ୍ଷ ଇଲିୟାକୀମ୍‍କୁ, ଶିବ୍‍ନ ଲେଖକଙ୍କୁ ଓ ଯାଜକମାନଙ୍କର ପ୍ରାଚୀନବର୍ଗଙ୍କୁ ଅଖା ଘୋଡ଼ାଇ ଆମୋସଙ୍କ ପୁତ୍ର ଯିଶାଇୟ ଭବିଷ୍ୟଦ୍‍ବକ୍ତାଙ୍କ ନିକଟକୁ ପଠାଇଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ରାଜଗୃହାଧ୍ୟକ୍ଷ ଇଲିୟାକୀମ୍‍କୁ, ଶିବ୍‍ନ ଲେଖକଙ୍କୁ ଓ ଯାଜକମାନଙ୍କର ପ୍ରାଚୀନବର୍ଗଙ୍କୁ ଅଖା ଘୋଡ଼ାଇ ଆମୋସଙ୍କ ପୁତ୍ର ଯିଶାଇୟ ଭବିଷ୍ୟଦ୍‍ବକ୍ତାଙ୍କ ନିକଟକୁ ପଠାଇଲା।