Isaiah 37:20 — Compare Translations
5 translations compared side by side
Odia - 1840
"ମାତ୍ର ତୁମ୍ଭେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ବର। ତେଣୁ ଦୟାକରି ଆମ୍ଭମାନଙ୍କୁ ଅଶୂରୀଯ ରାଜାଙ୍କଠାରୁ ଉଦ୍ଧାର କର, ତାହା ହେଲେ ତୁମ୍ଭେ ଯେ ସଦାପ୍ରଭୁ ଓ ଏକମାତ୍ର ପରମେଶ୍ବର, ଏକଥା ସମଗ୍ର ପୃଥିବୀବାସୀ ଜାଣିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ଏବେ, ହେ ସଦାପ୍ରଭୋ, ଆମ୍ଭମାନଙ୍କ ପରମେଶ୍ଵର, ତାହାର ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କର, ତହିଁରେ ତୁମ୍ଭେ, କେବଳ ତୁମ୍ଭେ ଯେ ସଦାପ୍ରଭୁ ଅଟ, ଏହା ପୃଥିବୀସ୍ଥ ସମୁଦାୟ ରାଜ୍ୟ ଜାଣିବେ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ତୁମ୍ଭେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର। ତେଣୁ ଦୟାକରି ଆମ୍ଭମାନଙ୍କୁ ଅଶୂରୀୟ ରାଜାଙ୍କଠାରୁ ଉଦ୍ଧାର କର, ତାହାହେଲେ ତୁମ୍ଭେ ଯେ ସଦାପ୍ରଭୁ ଓ ଏକମାତ୍ର ପରମେଶ୍ୱର, ଏ କଥା ସମଗ୍ର ପୃଥିବୀବାସୀ ଜାଣିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ଏବେ, ହେ ସଦାପ୍ରଭୋ, ଆମ୍ଭମାନଙ୍କ ପରମେଶ୍ୱର, ତାହାର ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କର, ତହିଁରେ ତୁମ୍ଭେ, କେବଳ ତୁମ୍ଭେ ଯେ ସଦାପ୍ରଭୁ ଅଟ, ଏହା ପୃଥିବୀସ୍ଥ ସମୁଦାୟ ରାଜ୍ୟ ଜାଣିବେ।”
Odia IRV 2017 (ଓଡିଆ ବାଇବେଲ)
ଏଣୁ ଏବେ, ହେ ସଦାପ୍ରଭୁ, ଆମ୍ଭମାନଙ୍କ ପରମେଶ୍ୱର, ତାହାର ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କର, ତହିଁରେ ତୁମ୍ଭେ, କେବଳ ତୁମ୍ଭେ ଯେ ସଦାପ୍ରଭୁ ଅଟ, ଏହା ପୃଥିବୀସ୍ଥ ସମୁଦାୟ ରାଜ୍ୟ ଜାଣିବେ।”