Isaiah 37:21 — Compare Translations

5 translations compared side by side

Odia - 1840
"ତା'ପ ରେ ଆମାେସଙ୍କ ପୁତ୍ର ଯିଶାଇୟ ହିଜକିଯ ନିକଟକୁ ଏହି ବାର୍ତ୍ତା କହି ପଠାଇଲେ। ସେ କହିଲେ, ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଏହିକଥା କୁହନ୍ତି, 'ତୁମ୍ଭେ ଅଶୂରର ରାଜା ସନ୍ ହରେୀବ ବିରୁଦ୍ଧ ରେ ଆମ୍ଭ ନିକଟରେ ପ୍ରାର୍ଥନା କର।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଆମୋସଙ୍କ ପୁତ୍ର ଯିଶାଇୟ ହିଜକୀୟ ନିକଟକୁ କହି ପଠାଇଲେ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ତୁମ୍ଭେ ଅଶୂରର ରାଜା ସନ୍ହେରୀବ୍ ବିରୁଦ୍ଧରେ ଆମ୍ଭ ନିକଟରେ ପ୍ରାର୍ଥନା କରିବାରୁ,
Odia Bible ERV 2004 (ପବିତ୍ର ବାଇବଲ)
ହିଜକିୟଙ୍କ ପ୍ରତି ପରମେଶ୍ୱରଙ୍କ ଉଦ୍ଧାର ତା’ପରେ ଆମୋସଙ୍କ ପୁତ୍ର ଯିଶାଇୟ ହିଜକିୟ ନିକଟକୁ ଏହି ବାର୍ତ୍ତା କହି ପଠାଇଲେ। ସେ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହିକଥା କୁହନ୍ତି, ‘ତୁମ୍ଭେ ଅଶୂରର ରାଜା ସ‌‌‌ନ୍‌‌‌ହେରୀବ ବିରୁଦ୍ଧରେ ଆମ୍ଭ ନିକଟରେ ପ୍ରାର୍ଥନା କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଆମୋସଙ୍କ ପୁତ୍ର ଯିଶାଇୟ ହିଜକୀୟ ନିକଟକୁ କହି ପଠାଇଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ତୁମ୍ଭେ ଅଶୂରର ରାଜା ସନ୍‍‌‌ହେରୀବ ବିରୁଦ୍ଧରେ ଆମ୍ଭ ନିକଟରେ ପ୍ରାର୍ଥନା କରିବାରୁ,
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ଆମୋସଙ୍କ ପୁତ୍ର ଯିଶାଇୟ ହିଜକୀୟ ନିକଟକୁ କହି ପଠାଇଲେ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, “ତୁମ୍ଭେ ଅଶୂରର ରାଜା ସନ୍‍‌‌ହେରୀବ ବିରୁଦ୍ଧରେ ଆମ୍ଭ ନିକଟରେ ପ୍ରାର୍ଥନା କରିବାରୁ,