Isaiah 37:22 — Compare Translations
5 translations compared side by side
Odia - 1840
"ସନ୍ ହରେୀବ ବିଷଯ ରେ ସଦାପ୍ରଭୁ ଏହିକଥା କୁହନ୍ତି, ସିୟୋନର କୁଆଁରୀକନ୍ଯା ତୁମ୍ଭକୁ ତୁଚ୍ଛ କରିଛି ଓ ତୁମ୍ଭକୁ ପରିହାସ କରିଛି। ୟିରୁଶାଲମର କନ୍ଯା ତୁମ୍ଭକୁ ହୀନ ଦୃଷ୍ଟି ରେ ଦେଖିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ତାହା ବିଷୟରେ ଏହି କଥା କହିଅଛନ୍ତି; ସିୟୋନର ଅନୂଢ଼ା କନ୍ୟା ତୁମ୍ଭକୁ ତୁଚ୍ଛ କରିଅଛି ଓ ତୁମ୍ଭକୁ ପରିହାସ କରିଅଛି; ଯିରୂଶାଲମର କନ୍ୟା ତୁମ୍ଭ ଆଡ଼େ ମୁଣ୍ତ ହଲାଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
“ସନ୍ହେରୀବ ବିଷୟରେ ସଦାପ୍ରଭୁ ଏହିକଥା କୁହନ୍ତି, ‘ସିୟୋନର କୁଆଁରୀକନ୍ୟା ତୁମ୍ଭକୁ ତୁଚ୍ଛ କରିଛି ଓ ତୁମ୍ଭକୁ ପରିହାସ କରିଛି। ଯିରୁଶାଲମର କନ୍ୟା ତୁମ୍ଭକୁ ହୀନ ଦୃଷ୍ଟିରେ ଦେଖିଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ତାହା ବିଷୟରେ ଏହି କଥା କହିଅଛନ୍ତି; ସିୟୋନର ଅନୂଢ଼ା କନ୍ୟା ତୁମ୍ଭକୁ ତୁଚ୍ଛ କରିଅଛି ଓ ତୁମ୍ଭକୁ ପରିହାସ କରିଅଛି; ଯିରୂଶାଲମର କନ୍ୟା ତୁମ୍ଭଆଡ଼େ ମୁଣ୍ଡ ହଲାଇଅଛି।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ତାହା ବିଷୟରେ ଏହି କଥା କହିଅଛନ୍ତି; ସିୟୋନର ଅନୂଢ଼ା କନ୍ୟା ତୁମ୍ଭକୁ ତୁଚ୍ଛ କରିଅଛି ଓ ତୁମ୍ଭକୁ ପରିହାସ କରିଅଛି; ଯିରୂଶାଲମର କନ୍ୟା ତୁମ୍ଭ ଆଡ଼େ ମୁଣ୍ଡ ହଲାଇଅଛି।