Isaiah 37:23 — Compare Translations

5 translations compared side by side

Odia - 1840
"ମାତ୍ର ତୁମ୍ଭେ କାହାକୁ ଅପମାନିତ ଓ ନିନ୍ଦା କରିଛ? କାହା ବିରୁଦ୍ଧ ରେ ତୁମ୍ଭେ ନିଜର ଅଭିଯୋଗ ବାଢ଼ିଛ? ପୁଣି ଗର୍ବ ରେ ଦୃଷ୍ଟି ଉର୍ଦ୍ଧ୍ବକୁ କରିଅଛ। ଏସବୁ ଇଶ୍ରାୟେଲ ପବିତ୍ର ସ୍ବରୂପ ବିରୁଦ୍ଧ ରେ ନୁହେଁ କି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ କାହାକୁ ଧିକ୍କାର ଓ ନିନ୍ଦା କରିଅଛ? ଓ ତୁମ୍ଭେ କାହା ବିରୁଦ୍ଧରେ ଆପଣା ରବ ଉଚ୍ଚ କରିଅଛ ଓ ଆପଣା ଚକ୍ଷୁ ଊର୍ଦ୍ଧ୍ଵକୁ ଉଠାଇଅଛ? ଇସ୍ରାଏଲର ଧର୍ମସ୍ଵରୂପଙ୍କ ବିରୁଦ୍ଧରେ ତ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ତୁମ୍ଭେ କାହାକୁ ଅପମାନିତ ଓ ନିନ୍ଦା କରିଛ? କାହା ବିରୁଦ୍ଧରେ ତୁମ୍ଭେ ନିଜର ଅଭିଯୋଗ ବାଢ଼ିଛ? ପୁଣି ଗର୍ବରେ ଦୃଷ୍ଟି ଊର୍ଦ୍ଧ୍ୱକୁ କରିଅଛ। ଏସବୁ ଇସ୍ରାଏଲ ପବିତ୍ର ସ୍ୱରୂପ ବିରୁଦ୍ଧରେ ନୁହେଁ କି?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ କାହାକୁ ଧିକ୍କାର ଓ ନିନ୍ଦା କରିଅଛ? ଓ ତୁମ୍ଭେ କାହା ବିରୁଦ୍ଧରେ ଆପଣା ରବ ଉଚ୍ଚ କରିଅଛ ଓ ଆପଣା ଚକ୍ଷୁ ଊର୍ଦ୍ଧ୍ୱକୁ ଉଠାଇଅଛ? ଇସ୍ରାଏଲର ଧର୍ମସ୍ୱରୂପଙ୍କ ବିରୁଦ୍ଧରେ ତ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ କାହାକୁ ଧିକ୍‍କାର ଓ ନିନ୍ଦା କରିଅଛ? ଓ ତୁମ୍ଭେ କାହା ବିରୁଦ୍ଧରେ ଆପଣା ରବ ଉଚ୍ଚ କରିଅଛ ଓ ଆପଣା ଚକ୍ଷୁ ଉର୍ଦ୍ଧ୍ୱକୁ ଉଠାଇଅଛ? ଇସ୍ରାଏଲର ଧର୍ମସ୍ୱରୂପଙ୍କ ବିରୁଦ୍ଧରେ ତ।