Isaiah 37:24 — Compare Translations
5 translations compared side by side
Odia - 1840
"ତୁମ୍ଭେ ତୁମ୍ଭର ଦାସମାନଙ୍କ ଦ୍ବାରା ମାରେ ପ୍ରଭୁ ସଦାପ୍ରଭୁଙ୍କୁ ଲାଞ୍ଚିତ କରିଅଛ। ତୁମ୍ଭେ କହିଛ, ମୁଁ ଅତି ଶକ୍ତିଶାଳୀ ଓ ମାରେ ଅପାର ରଥ ସାହାୟ୍ଯ ରେ ମୁଁ ଲିବାନୋନକୁ ପରାସ୍ତ କରିଛି, ତାହାର ଉଚ୍ଚତମ ପର୍ବତ ଶିଖରକୁ ଉଠିଅଛି, ତା'ର ଏରସ ଓ ଦବଦୋରୁ ବୃକ୍ଷସବୁ କାଟି ପକାଇଛି। ପୁଣି ତା'ର ଦୂରବର୍ତ୍ତୀ ଉଚ୍ଚସ୍ଥାନ ରେ ଓ ଫଳପୂର୍ଣ୍ଣ ନିବିଡ଼ ଅରଣ୍ଯ ରେ ପ୍ରବେଶ କରିଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆପଣା ଦାସଗଣ ଦ୍ଵାରା ପ୍ରଭୁଙ୍କୁ ଧିକ୍କାର କରିଅଛ ଓ କହିଅଛ, ଆମ୍ଭେ ଆପଣା ଅପାର ରଥରେ ପର୍ବତଗଣର ଊର୍ଦ୍ଧ୍ଵକୁ, ଲିବାନୋନର ଅଭ୍ୟନ୍ତରକୁ ଆସିଅଛୁ: ଆଉ, ଆମ୍ଭେ ତହିଁର ଉଚ୍ଚ ଏରସ ବୃକ୍ଷ ଓ ତହିଁର ଉତ୍କୃଷ୍ଟ ଦେବଦାରୁ ବୃକ୍ଷସବୁ କାଟି ପକାଇବା; ପୁଣି, ଆମ୍ଭେ ତାହାର ଦୂରବର୍ତ୍ତୀ ଉଚ୍ଚ ସ୍ଥାନରେ ଓ ତାହାର ଫଳପୂର୍ଣ୍ଣ କ୍ଷେତ୍ରରୂପ ଅରଣ୍ୟରେ ପ୍ରବେଶ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ତୁମ୍ଭର ଦାସମାନଙ୍କ ଦ୍ୱାରା ମୋର ପ୍ରଭୁ ସଦାପ୍ରଭୁଙ୍କୁ ଲାଞ୍ଚିତ କରିଅଛ। ତୁମ୍ଭେ କହିଛ, “ମୁଁ ଅତି ଶକ୍ତିଶାଳୀ ଓ ମୋର ଅପାର ରଥ ସାହାଯ୍ୟରେ ମୁଁ ଲିବାନୋନକୁ ପରାସ୍ତ କରିଅଛି, ତାହାର ଉଚ୍ଚତମ ପର୍ବତ ଶିଖରକୁ ଉଠିଅଛି, ତା’ର ଏରସ ଓ ଦେବଦାରୁ ବୃକ୍ଷସବୁ କାଟି ପକାଇଅଛି। ପୁଣି ତା’ର ଦୂରବର୍ତ୍ତୀ ଉଚ୍ଚସ୍ଥାନରେ ଓ ଫଳପୂର୍ଣ୍ଣ ନିବିଡ଼ ଅରଣ୍ୟରେ ପ୍ରବେଶ କରିଅଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆପଣା ଦାସଗଣ ଦ୍ୱାରା ପ୍ରଭୁଙ୍କୁ ଧିକ୍କାର କରିଅଛ ଓ କହିଅଛ, ଆମ୍ଭେ ଆପଣା ଅପାର ରଥରେ ପର୍ବତଗଣର ଊର୍ଦ୍ଧ୍ୱକୁ ଲିବାନୋନର ଅଭ୍ୟନ୍ତରକୁ ଆସିଅଛୁ: ଆଉ, ଆମ୍ଭେ ତହିଁର ଉଚ୍ଚ ଏରସ ବୃକ୍ଷ ଓ ତହିଁର ଉତ୍କୃଷ୍ଟ ଦେବଦାରୁ ବୃକ୍ଷସବୁ କାଟି ପକାଇବା; ପୁଣି, ଆମ୍ଭେ ତାହାର ଦୂରବର୍ତ୍ତୀ ଉଚ୍ଚସ୍ଥାନରେ ଓ ତାହାର ଫଳପୂର୍ଣ୍ଣ କ୍ଷେତ୍ରରୂପ ଅରଣ୍ୟରେ ପ୍ରବେଶ କରିବା।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆପଣା ଦାସଗଣ ଦ୍ୱାରା ପ୍ରଭୁଙ୍କୁ ଧିକ୍କାର କରିଅଛ ଓ କହିଅଛ, ଆମ୍ଭେ ଆପଣା ଅପାର ରଥରେ ପର୍ବତଗଣର ଉର୍ଦ୍ଧ୍ୱକୁ ଲିବାନୋନର ଅଭ୍ୟନ୍ତରକୁ ଆସିଅଛୁ: ଆଉ, ଆମ୍ଭେ ତହିଁର ଉଚ୍ଚ ଏରସ ବୃକ୍ଷ ଓ ତହିଁର ଉତ୍କୃଷ୍ଟ ଦେବଦାରୁ ବୃକ୍ଷସବୁ କାଟି ପକାଇବା; ପୁଣି, ଆମ୍ଭେ ତାହାର ଦୂରବର୍ତ୍ତୀ ଉଚ୍ଚ ସ୍ଥାନରେ ଓ ତାହାର ଫଳପୂର୍ଣ୍ଣ କ୍ଷେତ୍ରରୂପ ଅରଣ୍ୟରେ ପ୍ରବେଶ କରିବା।